ରାଜ୍ଯରେ କରୋନା ନେଲା ଆଉ ୬୨ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୨ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୨ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

26 Jul 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୬୨ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୨ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର