ରାଜ୍ଯରେ କରୋନା ନେଲା ଆଉ ୬୫ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୫ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ,ବରଗଡ଼ ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର ଓ ପୁରୀ ଜିଲ୍ଲାରୁ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୫ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ,ବରଗଡ଼ ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର ଓ ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

29 Jul 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୬୫ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୫ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ,ବରଗଡ଼ ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର ଓ ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

https://www.thesakala.in/latest-odisha-news/today-65-people-death-in-corona-2/article-4190
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର