ରାଜ୍ଯରେ କରୋନା ନେଲା ଆଉ ୬୬ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

04 Aug 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୬୬ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

https://www.thesakala.in/latest-odisha-news/today-66-people-death-in-corona-virus/article-4351
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର