ରାଜ୍ଯରେ କରୋନା ନେଲା ଆଉ ୬୮ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

24 Jul 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୬୮ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

https://www.thesakala.in/latest-odisha-news/today-68-people-death-in-corona/article-4053
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର