ରାଜ୍ଯରେ କରୋନା ନେଲା ଆଉ ୬୯ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: 'ସୁଭଦ୍ରା' ଯୋଜନାକୁ ନେଇ ବଡ ଖବର: ଆସନ୍ତାକାଲି ମହିଳା ଦିବସରେ ମିଳିବ ଚତୁର୍ଥ କିସ୍ତି

21 Jul 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୬୯ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

https://www.thesakala.in/latest-odisha-news/today-69-people-death-in-corona/article-3959
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର