ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୭ ହଜାର ୬୬୪ ଜଣ

The Sakala Picture
Published On

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୭ ହଜାର ୬୬୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୪ ଲକ୍ଷ ୩୯ ହଜାର ୩୨୨ରେ ପହଞ୍ଚିଛି । ସଂକ୍ରମଣ ମାମଲାରେ ସୁବୁଠୁ ଆଗରେ ଥିବା ଖୋର୍ଦ୍ଧା ଜିଲ୍ଲାରୁ ସବୁଠୁ ଅଧିକ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୯୬୧ ଜଣ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୫୧୨, କଟକରୁ ୫୦୯, ସୁନ୍ଦରଗଡ଼ରୁ ୪୭୩, ଅନୁଗୁଳରୁ ୬୪୬, ବଲାଙ୍ଗିରରୁ […]

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୭ ହଜାର ୬୬୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୪ ଲକ୍ଷ ୩୯ ହଜାର ୩୨୨ରେ ପହଞ୍ଚିଛି । ସଂକ୍ରମଣ ମାମଲାରେ ସୁବୁଠୁ ଆଗରେ ଥିବା ଖୋର୍ଦ୍ଧା ଜିଲ୍ଲାରୁ ସବୁଠୁ ଅଧିକ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ଖୋର୍ଦ୍ଧା ଜିଲ୍ଲାରୁ ୯୬୧ ଜଣ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୫୧୨, କଟକରୁ ୫୦୯, ସୁନ୍ଦରଗଡ଼ରୁ ୪୭୩, ଅନୁଗୁଳରୁ ୬୪୬, ବଲାଙ୍ଗିରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଙ୍ଗପୁରରୁ ୩୩୦, ସମ୍ବଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯, ମୟୂରଭଞ୍ଜରୁ ୨୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ସେହିଭଳି ରାୟଗଡ଼ାରୁ ୧୯୨, ଗଞ୍ଜାମରୁ ୧୬୧, କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୋନପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢେଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଏବଂ ଷ୍ଟେଟ ପୁଲରୁ ୧୯୨ ଜଣ ସୁସ୍ଥ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

 

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର