ଆଜି ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ହେଉଛି ହକି ଯାଦୁକର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଓ ଜାତୀୟ କ୍ରୀଡା ଦିବସ । ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଟାଟା ନାଭାଲ ଏକାଡେମୀ ପକ୍ଷରୁ ଏହି ମ୍ୟାଚ୍ ଆୟୋଜନ କରାଯାଇଥିଲା । ଏହି ଅବସରରେ ପୂର୍ବତନ ହକି ତାରକା ତଥା ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲ୍ଲୀପ ତିର୍କୀ ଏହି ମ୍ୟାଚକୁ ଆରମ୍ଭ କରିଥିଲେ । Tributes to hockey wizard #MajorDhyanChand […]

ଭୁବନେଶ୍ୱର: ଆଜି ହେଉଛି ହକି ଯାଦୁକର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଓ ଜାତୀୟ କ୍ରୀଡା ଦିବସ । ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଟାଟା ନାଭାଲ ଏକାଡେମୀ ପକ୍ଷରୁ ଏହି ମ୍ୟାଚ୍ ଆୟୋଜନ କରାଯାଇଥିଲା । ଏହି ଅବସରରେ ପୂର୍ବତନ ହକି ତାରକା ତଥା ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲ୍ଲୀପ ତିର୍କୀ ଏହି ମ୍ୟାଚକୁ ଆରମ୍ଭ କରିଥିଲେ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧ୍ୟାନଚାନ୍ଦ ନିଜର ଅପୂର୍ବ ହକି କୌଶଳରେ ଲକ୍ଷ ଲକ୍ଷ ଲୋକଙ୍କୁ ବଶୀଭୂତ କରିଥିଲେ । ସେ ମଧ୍ୟ ଥିଲେ ଜଣେ ସଚ୍ଚା ଦେଶପ୍ରେମୀ । ଧ୍ୟାନଚାନ୍ଦ ବିଶ୍ୱର କ୍ରୀଡାବିତଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

29 Aug 2021 By The Sakala

ଆଜି ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ହକି ଯାଦୁକର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଓ ଜାତୀୟ କ୍ରୀଡା ଦିବସ । ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଟାଟା ନାଭାଲ ଏକାଡେମୀ ପକ୍ଷରୁ ଏହି ମ୍ୟାଚ୍ ଆୟୋଜନ କରାଯାଇଥିଲା । ଏହି ଅବସରରେ ପୂର୍ବତନ ହକି ତାରକା ତଥା ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲ୍ଲୀପ ତିର୍କୀ ଏହି ମ୍ୟାଚକୁ ଆରମ୍ଭ କରିଥିଲେ ।

ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧ୍ୟାନଚାନ୍ଦ ନିଜର ଅପୂର୍ବ ହକି କୌଶଳରେ ଲକ୍ଷ ଲକ୍ଷ ଲୋକଙ୍କୁ ବଶୀଭୂତ କରିଥିଲେ । ସେ ମଧ୍ୟ ଥିଲେ ଜଣେ ସଚ୍ଚା ଦେଶପ୍ରେମୀ । ଧ୍ୟାନଚାନ୍ଦ ବିଶ୍ୱର କ୍ରୀଡାବିତଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର