ଆଜି ବଲାଙ୍ଗୀରରେ ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା, ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ

The Sakala Picture
Published On

ବଲାଙ୍ଗୀର: ଆଜି ବଲାଙ୍ଗୀର ଜିଲ୍ଲାର ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ମଙ୍ଗଳବାର ସକାଳୁ ଆରମ୍ଭ ହୋଇଯାଇଛି ଏହି ଯାତ୍ରା । ବଲାଙ୍ଗୀରର ଜିଲ୍ଲା ଦେଓଗାଁ ବ୍ଲକର ଖଇରଗୁରା ଓ କୁମୁରିଆ ଗାଁରେ ଆଦିବାସୀଙ୍କ ସୁଲିଆ ଯାତ୍ରା ପାଳିତ ହେଉଛି। ତେବେ ଏହି ଯାତ୍ରାରେ ରକ୍ତରଂଜିତ ହୋଇଛି ବଡ଼ଖଳା ଓ ସାନ ଖଳା ଗାଁ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହୋଇଛି ଗାଁ ରାସ୍ତା । ତେବେ ବ୍ୟାପକ ପୁଲିସ ମୁତୟନ ଥିଲେ ବି ହଜାର ହଜାର […]

ବଲାଙ୍ଗୀର: ଆଜି ବଲାଙ୍ଗୀର ଜିଲ୍ଲାର ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ମଙ୍ଗଳବାର ସକାଳୁ ଆରମ୍ଭ ହୋଇଯାଇଛି ଏହି ଯାତ୍ରା । ବଲାଙ୍ଗୀରର ଜିଲ୍ଲା ଦେଓଗାଁ ବ୍ଲକର ଖଇରଗୁରା ଓ କୁମୁରିଆ ଗାଁରେ ଆଦିବାସୀଙ୍କ ସୁଲିଆ ଯାତ୍ରା ପାଳିତ ହେଉଛି। ତେବେ ଏହି ଯାତ୍ରାରେ ରକ୍ତରଂଜିତ ହୋଇଛି ବଡ଼ଖଳା ଓ ସାନ ଖଳା ଗାଁ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହୋଇଛି ଗାଁ ରାସ୍ତା । ତେବେ ବ୍ୟାପକ ପୁଲିସ ମୁତୟନ ଥିଲେ ବି ହଜାର ହଜାର ପଶୁପକ୍ଷୀମାନଙ୍କୁ ବଳି ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର ରୀତିନୀତି ଅନୁସାରେ ପାଟବୋଦା ବଳି ଦେବା ପରେ ଭକ୍ତମାନେ ଆଣିଥିବା କୁକୁଡ଼ା, ପାରା, ବୋଦା, ମେଣ୍ଢା ଓ ପୋଢ଼ ବଳି ପଡ଼ିଛି। ଏଥର ବି ହଜାର ସଂଖ୍ୟାରେ ବଳି ପଡ଼ିବ ବୋଲି କମିଟି ପକ୍ଷରୁ କହାଯାଇଛି। ମଙ୍ଗଳବାର ସକାଳୁ ପଞ୍ଚବାଦ୍ୟ ଦୁଲଦୁଲି ସହିତ ପାରମ୍ପରିକ ଅସ୍ତ୍ରଶସ୍ତ୍ରରେ ଶୋଭାଯାତ୍ରାରେ ବାହାରି ଯାତ୍ରାସ୍ଥଳରେ ଆଦିବାସୀମାନେ ପହଞ୍ଚିଥିଲେ। ମାନସିକଧାରୀ ଆଣିଥିବା ପଶୁପକ୍ଷୀଙ୍କୁ ପରମ୍ପରା ଅନୁଯାୟୀ ବଳି ଦିଆଯାଉଛି।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

27 Dec 2022 By The Sakala

ଆଜି ବଲାଙ୍ଗୀରରେ ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା, ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ

ବଲାଙ୍ଗୀର: ଆଜି ବଲାଙ୍ଗୀର ଜିଲ୍ଲାର ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ମଙ୍ଗଳବାର ସକାଳୁ ଆରମ୍ଭ ହୋଇଯାଇଛି ଏହି ଯାତ୍ରା । ବଲାଙ୍ଗୀରର ଜିଲ୍ଲା ଦେଓଗାଁ ବ୍ଲକର ଖଇରଗୁରା ଓ କୁମୁରିଆ ଗାଁରେ ଆଦିବାସୀଙ୍କ ସୁଲିଆ ଯାତ୍ରା ପାଳିତ ହେଉଛି। ତେବେ ଏହି ଯାତ୍ରାରେ ରକ୍ତରଂଜିତ ହୋଇଛି ବଡ଼ଖଳା ଓ ସାନ ଖଳା ଗାଁ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହୋଇଛି ଗାଁ ରାସ୍ତା । ତେବେ ବ୍ୟାପକ ପୁଲିସ ମୁତୟନ ଥିଲେ ବି ହଜାର ହଜାର ପଶୁପକ୍ଷୀମାନଙ୍କୁ ବଳି ଦିଆଯାଇଛି।

ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର ରୀତିନୀତି ଅନୁସାରେ ପାଟବୋଦା ବଳି ଦେବା ପରେ ଭକ୍ତମାନେ ଆଣିଥିବା କୁକୁଡ଼ା, ପାରା, ବୋଦା, ମେଣ୍ଢା ଓ ପୋଢ଼ ବଳି ପଡ଼ିଛି। ଏଥର ବି ହଜାର ସଂଖ୍ୟାରେ ବଳି ପଡ଼ିବ ବୋଲି କମିଟି ପକ୍ଷରୁ କହାଯାଇଛି। ମଙ୍ଗଳବାର ସକାଳୁ ପଞ୍ଚବାଦ୍ୟ ଦୁଲଦୁଲି ସହିତ ପାରମ୍ପରିକ ଅସ୍ତ୍ରଶସ୍ତ୍ରରେ ଶୋଭାଯାତ୍ରାରେ ବାହାରି ଯାତ୍ରାସ୍ଥଳରେ ଆଦିବାସୀମାନେ ପହଞ୍ଚିଥିଲେ। ମାନସିକଧାରୀ ଆଣିଥିବା ପଶୁପକ୍ଷୀଙ୍କୁ ପରମ୍ପରା ଅନୁଯାୟୀ ବଳି ଦିଆଯାଉଛି।

https://www.thesakala.in/latest-odisha-news/today-is-famous-shulia-yatra-of-tribals-in-balangir/article-17667
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର