ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ

The Sakala Picture
Published On

ଭୁବନେଶ୍ୱର: ଝଡ଼ର ଇଗଲ୍ ସେ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । […]

ଭୁବନେଶ୍ୱର: ଝଡ଼ର ଇଗଲ୍ ସେ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

05 Mar 2022 By The Sakala

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ

ଭୁବନେଶ୍ୱର: ଝଡ଼ର ଇଗଲ୍ ସେ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ନବୀନ ପଟ୍ଟନାୟକ ।

https://www.thesakala.in/latest-odisha-news/today-is-the-104th-birth-anniversary-of-the-proverbial-man-biju-patnaik/article-9703
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର