ଆଜି ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ , ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ସ୍ୱୀକୃତି । ରାଜଧାନୀ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ରାଜଧାନୀ ପ୍ରତିଷ୍ଠା ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତି, ଶିକ୍ଷା, ସ୍ୱାସ୍ଥ୍ୟସେବାଠାରୁ କ୍ରୀଡା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି । […]

ଭୁବନେଶ୍ୱର: ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ସ୍ୱୀକୃତି । ରାଜଧାନୀ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ରାଜଧାନୀ ପ୍ରତିଷ୍ଠା ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତି, ଶିକ୍ଷା, ସ୍ୱାସ୍ଥ୍ୟସେବାଠାରୁ କ୍ରୀଡା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି । ଆସନ୍ତୁ ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

13 Apr 2022 By The Sakala

ଆଜି ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ , ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ସ୍ୱୀକୃତି । ରାଜଧାନୀ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ରାଜଧାନୀ ପ୍ରତିଷ୍ଠା ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତି, ଶିକ୍ଷା, ସ୍ୱାସ୍ଥ୍ୟସେବାଠାରୁ କ୍ରୀଡା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି । ଆସନ୍ତୁ ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

https://www.thesakala.in/latest-odisha-news/today-is-the-74th-founding-day-of-bhubaneswar-the-chief-minister-congratulated/article-10737
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର