ବହୁଚର୍ଚ୍ଚିତ ସୁମିତ ଓ ଡିମ୍ପଲ ପାରିବାରିକ ବିବାଦ ମାମଲା: ଶେଷ କାଉସେଲିଂରେ ବିଫଳ କୋର୍ଟ, ୯ରେ ଚୂଡ଼ାନ୍ତ ରାୟ

The Sakala Picture
Published On

କଟକ: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ଡିମ୍ପଲ ପାରିବାରିକ ବିବାଦ ମାମଲାରେ ଆଜି ଥିଲା ଶେଷ ମଧ୍ୟସ୍ଥତାର ତାରିଖ । ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା ଶେଷ ମଧ୍ୟସ୍ଥତା ମଧ୍ୟ ବିଫଳ ହୋଇଛି । ଆସନ୍ତା ୯ ତାରିଖରେ ପୁଣି ରାୟ ପ୍ରକାଶ କରିବେ ହାଇକୋର୍ଟ । ପୂର୍ବରୁ ସୁମିତ ଓ ଡିମ୍ପଲ ମଧ୍ୟରେ ମିଳାମିଶା କରିବାକୁ ୩ଥର ଶୁଣାଣି ହୋଇଥିଲା । ଶାଶୁଘରେ ରହିବାକୁ ବ୍ରହ୍ମପୁର ବ୍ରହ୍ମାନଗର ଅଞ୍ଚଳରେ ଦେଖିବାକୁ ମିଳିଥିଲା ହାଇଡ୍ରାମା । ଶାଶୁଘର […]

କଟକ: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ଡିମ୍ପଲ ପାରିବାରିକ ବିବାଦ ମାମଲାରେ ଆଜି ଥିଲା ଶେଷ ମଧ୍ୟସ୍ଥତାର ତାରିଖ । ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା ଶେଷ ମଧ୍ୟସ୍ଥତା ମଧ୍ୟ ବିଫଳ ହୋଇଛି । ଆସନ୍ତା ୯ ତାରିଖରେ ପୁଣି ରାୟ ପ୍ରକାଶ କରିବେ ହାଇକୋର୍ଟ । ପୂର୍ବରୁ ସୁମିତ ଓ ଡିମ୍ପଲ ମଧ୍ୟରେ ମିଳାମିଶା କରିବାକୁ ୩ଥର ଶୁଣାଣି ହୋଇଥିଲା ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ଶାଶୁଘରେ ରହିବାକୁ ବ୍ରହ୍ମପୁର ବ୍ରହ୍ମାନଗର ଅଞ୍ଚଳରେ ଦେଖିବାକୁ ମିଳିଥିଲା ହାଇଡ୍ରାମା । ଶାଶୁଘର ଲୋକେ ପ୍ରବେଶ ଅନୁମତି ଦେଇନଥିବାବେଳେ ଘର ସମମୁଖରେ ଆନ୍ଦୋଳନରେ ବୂସିଥିଲେ ତପସ୍ୱିନୀ ଦାସ ଓରଫ ଡିମ୍ପଲ । ପରେ ଏହି ମାମଲା କୋର୍ଟରେ ପହଁଚିଥିଲା । ହାଇକୋର୍ଟର ପାରିବାରିକ ମିଳାମିଶା କେନ୍ଦ୍ରରେ ଶୁଣାଣି ହୋଇଥିଲେ ମଧ୍ୟ ଉଭୟ ପକ୍ଷ ନିଜ ନିଜ ଜିଦରେ ଅଟଳ ରହିଥିଲେ । ଫଳରେ ଶୁଣାଣି ପକ୍ରିୟା ବିଫଳ ହୋଇଥିଲା । ଆସନ୍ତା ତାରିଖରେ ହାଇକୋର୍ଟ ଏହି ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିବେ ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

07 May 2022 By The Sakala

ବହୁଚର୍ଚ୍ଚିତ ସୁମିତ ଓ ଡିମ୍ପଲ ପାରିବାରିକ ବିବାଦ ମାମଲା: ଶେଷ କାଉସେଲିଂରେ ବିଫଳ କୋର୍ଟ, ୯ରେ ଚୂଡ଼ାନ୍ତ ରାୟ

କଟକ: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ଡିମ୍ପଲ ପାରିବାରିକ ବିବାଦ ମାମଲାରେ ଆଜି ଥିଲା ଶେଷ ମଧ୍ୟସ୍ଥତାର ତାରିଖ । ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା ଶେଷ ମଧ୍ୟସ୍ଥତା ମଧ୍ୟ ବିଫଳ ହୋଇଛି । ଆସନ୍ତା ୯ ତାରିଖରେ ପୁଣି ରାୟ ପ୍ରକାଶ କରିବେ ହାଇକୋର୍ଟ । ପୂର୍ବରୁ ସୁମିତ ଓ ଡିମ୍ପଲ ମଧ୍ୟରେ ମିଳାମିଶା କରିବାକୁ ୩ଥର ଶୁଣାଣି ହୋଇଥିଲା ।

ଶାଶୁଘରେ ରହିବାକୁ ବ୍ରହ୍ମପୁର ବ୍ରହ୍ମାନଗର ଅଞ୍ଚଳରେ ଦେଖିବାକୁ ମିଳିଥିଲା ହାଇଡ୍ରାମା । ଶାଶୁଘର ଲୋକେ ପ୍ରବେଶ ଅନୁମତି ଦେଇନଥିବାବେଳେ ଘର ସମମୁଖରେ ଆନ୍ଦୋଳନରେ ବୂସିଥିଲେ ତପସ୍ୱିନୀ ଦାସ ଓରଫ ଡିମ୍ପଲ । ପରେ ଏହି ମାମଲା କୋର୍ଟରେ ପହଁଚିଥିଲା । ହାଇକୋର୍ଟର ପାରିବାରିକ ମିଳାମିଶା କେନ୍ଦ୍ରରେ ଶୁଣାଣି ହୋଇଥିଲେ ମଧ୍ୟ ଉଭୟ ପକ୍ଷ ନିଜ ନିଜ ଜିଦରେ ଅଟଳ ରହିଥିଲେ । ଫଳରେ ଶୁଣାଣି ପକ୍ରିୟା ବିଫଳ ହୋଇଥିଲା । ଆସନ୍ତା ତାରିଖରେ ହାଇକୋର୍ଟ ଏହି ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର