ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ

The Sakala Picture
Published On

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସାରା ରାଜ୍ୟରେ ନିରାଡମ୍ବର ଭାବେ ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳନ କରାଯାଉଛି । ସମସ୍ତ […]

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସାରା ରାଜ୍ୟରେ ନିରାଡମ୍ବର ଭାବେ ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳନ କରାଯାଉଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର

ସମସ୍ତ ନିର୍ବାଚନ ମଣ୍ଡଳୀରେ ସକାଳ ୬ଟା ୩୦ରେ ତିଳ ତର୍ପଣ, ୭ଟା ୩୦ରେ ପ୍ରଭାତଫେରୀ କରାଯିବ । ପରେ ସମୂହ ସଫେଇ ଅଭିଯାନ ଏବଂ ୮ଟା ୩୦ରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ, ସ୍ମୃତି ସଭା ଓ ସନ୍ଧ୍ୟା ୫ଟାରେ ଦୀପ ଦାନ ସହ ସମୂହ ସଂକଳ୍ପ ନେବେ ବିଜେଡି ନେତା ଓ କର୍ମୀ । ଓଡ଼ିଶା ମୋ ପରିବାର ପକ୍ଷରୁ ପିରତି ନିର୍ବାଚନ ମଣ୍ଡଳୀରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ୧୫ଦିନ ଧରି ରକ୍ତଦାନ ଶିବିର ଚାଲିବ । ଆଜି ପ୍ରଥମ ଦିନରେ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ରହିଛି ।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

17 Apr 2022 By The Sakala

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସାରା ରାଜ୍ୟରେ ନିରାଡମ୍ବର ଭାବେ ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳନ କରାଯାଉଛି ।

ସମସ୍ତ ନିର୍ବାଚନ ମଣ୍ଡଳୀରେ ସକାଳ ୬ଟା ୩୦ରେ ତିଳ ତର୍ପଣ, ୭ଟା ୩୦ରେ ପ୍ରଭାତଫେରୀ କରାଯିବ । ପରେ ସମୂହ ସଫେଇ ଅଭିଯାନ ଏବଂ ୮ଟା ୩୦ରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ, ସ୍ମୃତି ସଭା ଓ ସନ୍ଧ୍ୟା ୫ଟାରେ ଦୀପ ଦାନ ସହ ସମୂହ ସଂକଳ୍ପ ନେବେ ବିଜେଡି ନେତା ଓ କର୍ମୀ । ଓଡ଼ିଶା ମୋ ପରିବାର ପକ୍ଷରୁ ପିରତି ନିର୍ବାଚନ ମଣ୍ଡଳୀରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ୧୫ଦିନ ଧରି ରକ୍ତଦାନ ଶିବିର ଚାଲିବ । ଆଜି ପ୍ରଥମ ଦିନରେ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର