ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବେନଶ୍ବର: ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଦଳୁଛି ସରକାରୀ ସ୍କୁଲର ଚିତ୍ର । ୫ଟି ସଂସ୍କାରରେ ସ୍କୁଲ ଟ୍ରାନ୍ସଫର୍ମେସନରେ ମିଳୁଛି ନୂଆ ଭିତ୍ତିଭୂମି । ଘରୋଇ ସ୍କୁଲ ଭଳି ହାଇ-ଟେକ୍ନୋଲୋଜି, କାଠ ବେଞ୍ଚ ଟେବୁଲ ବଦଳରେ ନୂଆ ଡେସ୍କ ବେଞ୍ଚ, ଲାଇଟ ଓ ଫ୍ୟାନର ମିଳୁଛି ସୁବିଧା । ଭିଡିଓ କନଫରେସିଂରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଲୋକାର୍ପିତ କରିବେ । ମାଲକାନଗିରିର ୬ଟି ହାଇସ୍କୁଲ, ଝାରସୁଗୁଡ଼ାର ୨୫, କଳାହାଣ୍ଡିର […]

ଭୁବେନଶ୍ବର: ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଦଳୁଛି ସରକାରୀ ସ୍କୁଲର ଚିତ୍ର । ୫ଟି ସଂସ୍କାରରେ ସ୍କୁଲ ଟ୍ରାନ୍ସଫର୍ମେସନରେ ମିଳୁଛି ନୂଆ ଭିତ୍ତିଭୂମି । ଘରୋଇ ସ୍କୁଲ ଭଳି ହାଇ-ଟେକ୍ନୋଲୋଜି, କାଠ ବେଞ୍ଚ ଟେବୁଲ ବଦଳରେ ନୂଆ ଡେସ୍କ ବେଞ୍ଚ, ଲାଇଟ ଓ ଫ୍ୟାନର ମିଳୁଛି ସୁବିଧା । ଭିଡିଓ କନଫରେସିଂରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଲୋକାର୍ପିତ କରିବେ । ମାଲକାନଗିରିର ୬ଟି ହାଇସ୍କୁଲ, ଝାରସୁଗୁଡ଼ାର ୨୫, କଳାହାଣ୍ଡିର ୨୬, ମୟୂରଭଞ୍ଜର ୬୦ ଓ ଖୋର୍ଦ୍ଧାର ୩୮ଟି ହାଇସ୍କୁଲ ଲୋକାର୍ପିତ କରାଯିବ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ସ୍ମାର୍ଟ କ୍ଲାସ ସାଙ୍ଗକୁ ଇ-ଲାଇବ୍ରେରୀ, ସାଇନ୍ସ ଲ୍ୟାଵ, କମ୍ପ୍ୟୁଟର ଲାଵ, ସ୍ପୋର୍ଟସ କମ୍ପଲେକ୍ସ ଓ ଅତ୍ୟାଧୁନିକ ଶୌଚାଳୟ ସାଙ୍ଗକୁ ପାନୀୟ ଜଳ ବ୍ୟବସ୍ଥା ରହିଛି ସ୍କୁଲ ପରସରରେ । ସରକାରଙ୍କ ଏହି ବୈପ୍ଲବିକ ଯୋଜନା ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବ । ଯାହାକୁ ନେଇ ବେଶ ଖୁସି ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମୋଟ ୧୦୭୦ ସ୍କୁଲ ଟ୍ରାନ୍ସଫରମେସନ କରିବାକୁ ଯୋଜନା ରହିଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

18 Nov 2021 By The Sakala

ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

ଭୁବେନଶ୍ବର: ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଦଳୁଛି ସରକାରୀ ସ୍କୁଲର ଚିତ୍ର । ୫ଟି ସଂସ୍କାରରେ ସ୍କୁଲ ଟ୍ରାନ୍ସଫର୍ମେସନରେ ମିଳୁଛି ନୂଆ ଭିତ୍ତିଭୂମି । ଘରୋଇ ସ୍କୁଲ ଭଳି ହାଇ-ଟେକ୍ନୋଲୋଜି, କାଠ ବେଞ୍ଚ ଟେବୁଲ ବଦଳରେ ନୂଆ ଡେସ୍କ ବେଞ୍ଚ, ଲାଇଟ ଓ ଫ୍ୟାନର ମିଳୁଛି ସୁବିଧା । ଭିଡିଓ କନଫରେସିଂରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଲୋକାର୍ପିତ କରିବେ । ମାଲକାନଗିରିର ୬ଟି ହାଇସ୍କୁଲ, ଝାରସୁଗୁଡ଼ାର ୨୫, କଳାହାଣ୍ଡିର ୨୬, ମୟୂରଭଞ୍ଜର ୬୦ ଓ ଖୋର୍ଦ୍ଧାର ୩୮ଟି ହାଇସ୍କୁଲ ଲୋକାର୍ପିତ କରାଯିବ ।

ସ୍ମାର୍ଟ କ୍ଲାସ ସାଙ୍ଗକୁ ଇ-ଲାଇବ୍ରେରୀ, ସାଇନ୍ସ ଲ୍ୟାଵ, କମ୍ପ୍ୟୁଟର ଲାଵ, ସ୍ପୋର୍ଟସ କମ୍ପଲେକ୍ସ ଓ ଅତ୍ୟାଧୁନିକ ଶୌଚାଳୟ ସାଙ୍ଗକୁ ପାନୀୟ ଜଳ ବ୍ୟବସ୍ଥା ରହିଛି ସ୍କୁଲ ପରସରରେ । ସରକାରଙ୍କ ଏହି ବୈପ୍ଲବିକ ଯୋଜନା ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବ । ଯାହାକୁ ନେଇ ବେଶ ଖୁସି ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମୋଟ ୧୦୭୦ ସ୍କୁଲ ଟ୍ରାନ୍ସଫରମେସନ କରିବାକୁ ଯୋଜନା ରହିଛି ।

https://www.thesakala.in/latest-odisha-news/today-the-chief-minister-will-inaugurate-155-converted-high-schools/article-6942
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର