ଆଜି ରାଜ୍ୟରେ ସର୍ବାଧିକ ୬୫ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

14 Jul 2021
By The Sakala

⊕ https://www.thesakala.in/latest-odisha-news/today-the-maximum-number-of-people-killed-in-the-state-is-65/article-3742