ଆଜି ରାଜ୍ୟରେ ସର୍ବାଧିକ ୬୭ ଜଣଙ୍କ ଜୀବନ ନେଲା କରୋନା

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ […]

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ସେହିପରି ବରଗଡ଼ ଜିଲ୍ଲାରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

17 Jul 2021 By The Sakala

ଆଜି ରାଜ୍ୟରେ ସର୍ବାଧିକ ୬୭ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ସେହିପରି ବରଗଡ଼ ଜିଲ୍ଲାରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର