ଆଜି ରାଜ୍ୟରେ ସର୍ବାଧିକ ୬୬ ଜଣଙ୍କ ଜୀବନ ନେଲା କରୋନା

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ […]

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼ , ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

15 Jul 2021 By The Sakala

ଆଜି ରାଜ୍ୟରେ ସର୍ବାଧିକ ୬୬ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼ , ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର