ଜୁଲାଏ ୩୧ ଯାଏଁ ଟୋଲ୍ ଟ୍ୟାକ୍ସ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଟୋଲ୍ ଟ୍ୟାକ୍ସ ଛାଡ଼ କରିଛନ୍ତି ରାଜ୍ୟ ସରକାର। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ମେଡିକାଲ ଅକ୍ସିଜେନ ଟ୍ୟାଙ୍କର, ସିଲିଣ୍ଡର ପରିବହନ ଗାଡିକୁ ରାଜ୍ୟରେ ଥିବା କୌଣସି ଟୋଲ୍ ଗେଟ୍‌ରେ ଟ୍ୟାକ୍ସ ଦେବାକୁ ପଡ଼ିବନାହିଁ । ଏନେଇ ଲେବର ଡିପାର୍ଟମେଣ୍ଟ ପକ୍ଷରୁ ଏହ ବିଜ୍ଞପ୍ତି ଜାରି କରାଯାଇଛି । ଜୁଲାଇ ୩୧ ପର୍ଯ୍ୟନ୍ତ ଏହି ଫି ଛାଡ କରାଯି । ଏନେଇ ଲେବର ଡିପାର୍ଟମେଣ୍ଟ ପକ୍ଷରୁ ଏ […]

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଟୋଲ୍ ଟ୍ୟାକ୍ସ ଛାଡ଼ କରିଛନ୍ତି ରାଜ୍ୟ ସରକାର। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ମେଡିକାଲ ଅକ୍ସିଜେନ ଟ୍ୟାଙ୍କର, ସିଲିଣ୍ଡର ପରିବହନ ଗାଡିକୁ ରାଜ୍ୟରେ ଥିବା କୌଣସି ଟୋଲ୍ ଗେଟ୍‌ରେ ଟ୍ୟାକ୍ସ ଦେବାକୁ ପଡ଼ିବନାହିଁ । ଏନେଇ ଲେବର ଡିପାର୍ଟମେଣ୍ଟ ପକ୍ଷରୁ ଏହ ବିଜ୍ଞପ୍ତି ଜାରି କରାଯାଇଛି । ଜୁଲାଇ ୩୧ ପର୍ଯ୍ୟନ୍ତ ଏହି ଫି ଛାଡ କରାଯି । ଏନେଇ ଲେବର ଡିପାର୍ଟମେଣ୍ଟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜରିଆରେ ସୂଚିତ କରାଯାଇଛି ।

About The Author: The Sakala