ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆସନ୍ତାକାଲି ମହାପ୍ରଭୁଙ୍କ ରଥଯାତ୍ରା , ଆଜି ତିନି ରଥ ନେବେ ଉତ୍ତର ମୋଡ଼

The Sakala Picture
Published On

ରାତି ପାହିଲେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ଯାତ୍ରା । ରଥ ଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଥିବା ବେଳେ ଆଜି ଶ୍ରୀକ୍ଷେତ୍ରରେ ଉଭାଯାତ୍ରା ପାଳନ ହେଉଛି । ଏଥିପାଇଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ସଂପନ୍ନ ହେବା ପରେ ରଥଖଳାକୁ ଯିବ ମହାପ୍ରଭୁଙ୍କ ଆଜ୍ଞାମାଳ । ରଥଖଳାରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି ପରେ ତିନି ରଥର ଚକ ଅଖରେ ତୈଲ ଲାଗି ହୋଇ ସିଂହଦ୍ୱାର ଯିବା […]

ରାତି ପାହିଲେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ଯାତ୍ରା । ରଥ ଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଥିବା ବେଳେ ଆଜି ଶ୍ରୀକ୍ଷେତ୍ରରେ ଉଭାଯାତ୍ରା ପାଳନ ହେଉଛି । ଏଥିପାଇଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ସଂପନ୍ନ ହେବା ପରେ ରଥଖଳାକୁ ଯିବ ମହାପ୍ରଭୁଙ୍କ ଆଜ୍ଞାମାଳ । ରଥଖଳାରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି ପରେ ତିନି ରଥର ଚକ ଅଖରେ ତୈଲ ଲାଗି ହୋଇ ସିଂହଦ୍ୱାର ଯିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

ଏହାପରେ ରଥଖଳାରେ ପ୍ରସ୍ତୁତ ତିନି ରଥକୁ ସେବାୟତ, ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସିଂହଦ୍ୱାରକୁ ଟାଣି ଟାଣି ଆଣୁଛନ୍ତି । ସିଂହଦ୍ୱାର ଚକଡାରେ ତିନି ରଥକୁ ଟାଣି ଆଣିବା ପରେ ଉତ୍ତର ମୋଡ କରାଯିବ । ଆସନ୍ତାକାଲି ରଥ ପ୍ରତିଷ୍ଠା ପରେ ତିନିରଥରେ ବସି ଗୁଣ୍ଡିଚା ଯାତ୍ରା କରିବେ ଚତୁର୍ଦ୍ଧାମୂରତି । ରଥଯାତ୍ରା ପାଇଁ ସୁରକ୍ଷାବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ରଥଯାତ୍ରାର ସମସ୍ତ ନୀତିକାନ୍ତି ଠିକ୍ ସମୟରେ କରିବାକୁ ନିଷ୍ପତ୍ତି ହୋଇଛି ।

ଆହୁରି ପଢ଼ନ୍ତୁ: ତାତିଲେ ଏମ୍ସ ସୁରକ୍ଷାକର୍ମୀ; ଦୁଇ ମାସର ବକେୟା ଦରମା ପ୍ରଦାନ ଦାବିରେ ଧାରଣାରେ ୪୪୦ସିକ୍ୟୁରିଟି ଗାର୍ଡ

30 Jun 2022 By The Sakala

ଆସନ୍ତାକାଲି ମହାପ୍ରଭୁଙ୍କ ରଥଯାତ୍ରା , ଆଜି ତିନି ରଥ ନେବେ ଉତ୍ତର ମୋଡ଼

ରାତି ପାହିଲେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ଯାତ୍ରା । ରଥ ଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଥିବା ବେଳେ ଆଜି ଶ୍ରୀକ୍ଷେତ୍ରରେ ଉଭାଯାତ୍ରା ପାଳନ ହେଉଛି । ଏଥିପାଇଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ସଂପନ୍ନ ହେବା ପରେ ରଥଖଳାକୁ ଯିବ ମହାପ୍ରଭୁଙ୍କ ଆଜ୍ଞାମାଳ । ରଥଖଳାରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି ପରେ ତିନି ରଥର ଚକ ଅଖରେ ତୈଲ ଲାଗି ହୋଇ ସିଂହଦ୍ୱାର ଯିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଏହାପରେ ରଥଖଳାରେ ପ୍ରସ୍ତୁତ ତିନି ରଥକୁ ସେବାୟତ, ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସିଂହଦ୍ୱାରକୁ ଟାଣି ଟାଣି ଆଣୁଛନ୍ତି । ସିଂହଦ୍ୱାର ଚକଡାରେ ତିନି ରଥକୁ ଟାଣି ଆଣିବା ପରେ ଉତ୍ତର ମୋଡ କରାଯିବ । ଆସନ୍ତାକାଲି ରଥ ପ୍ରତିଷ୍ଠା ପରେ ତିନିରଥରେ ବସି ଗୁଣ୍ଡିଚା ଯାତ୍ରା କରିବେ ଚତୁର୍ଦ୍ଧାମୂରତି । ରଥଯାତ୍ରା ପାଇଁ ସୁରକ୍ଷାବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ରଥଯାତ୍ରାର ସମସ୍ତ ନୀତିକାନ୍ତି ଠିକ୍ ସମୟରେ କରିବାକୁ ନିଷ୍ପତ୍ତି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର