ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀରାମଙ୍କ ଜନ୍ମ ନୀତି, ୫ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ରବିବାର ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମ ନୀତି ଅନୁଷ୍ଠିତ ହେବ।  ଏଣୁ ମଧ୍ୟାହ୍ନ ଧୂପ ଭୋଗ ଉଠିବା ପରେ ଶ୍ରୀରାମ ଜନ୍ମ ନୀତି ଶେଷ ହେବା ପର୍ଯ୍ୟନ୍ତ ଆପାତତଃ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ, ଅର୍ଥାତ ପ୍ରାୟ ୫ଘଣ୍ଟା ସମୟ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର