ଆସନ୍ତାକାଲି ହେବ ମିହିର ଦାସଙ୍କ ଶେଷକୃତ୍ୟ: ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯିବ ଗାର୍ଡ ଅଫ୍ ଅନର

The Sakala Picture
Published On

ଭୁବନେଶ୍ବର: ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପରଲୋକ ଘଟିଛି । କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଅଭିନେତା ମିହିର ଦାସଙ୍କ ମରଶରୀରକୁ ତାଙ୍କ କଟକସ୍ଥିତ ବାସଭବନକୁ ନିଆଯାଇଛି। ଆସନ୍ତାକାଲି ମିହିର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଭିନେତା ମିହିର ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବ। ଅଭିନେତା ମିହିର ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବା ନେଇ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ […]

ଭୁବନେଶ୍ବର: ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପରଲୋକ ଘଟିଛି । କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଅଭିନେତା ମିହିର ଦାସଙ୍କ ମରଶରୀରକୁ ତାଙ୍କ କଟକସ୍ଥିତ ବାସଭବନକୁ ନିଆଯାଇଛି। ଆସନ୍ତାକାଲି ମିହିର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଭିନେତା ମିହିର ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବ। ଅଭିନେତା ମିହିର ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବା ନେଇ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଗୁଜବକୁ ନେଇ ଭୟଭୀତ ହେବାର କାରଣ ନାହିଁ, ସ୍ପଷ୍ଟ କଲେ ଆଇଏମଡି ଡିଜି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର