୨୮ଜଣ ଓଏଏସ୍‌‌ ଅଧିକାରୀଙ୍କ ବଦଳି

The Sakala Picture
Published On

ଭୁବନେଶ୍ୱର: ୨୮ଜଣ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ (ଓଏଏସ୍‌‌)ଙ୍କ ବଦଳି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବଦଳି ହୋଇଥିବା ଅଧିକାରୀଙ୍କ ମଧ୍ୟରେ ୧୨ଜଣ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି। ରେଙ୍ଗାଲି ରାଇଟ୍‌‌ କେନାଲ ସିଷ୍ଟମ୍‌‌, ଜିଲ୍ଲାସ୍ତରୀୟ କ୍ରୀଡ଼ା ବିଭାଗ ଓଏସ୍‌‌ଡି, ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ, ପୁରୀ ଶ୍ରୀମନ୍ଦିର ସହକାରୀm ପ୍ରଶାସକ, ଡିଏସ୍‌‌ଆର ଦାୟିତ୍ୱରେ ଥିବା ଅଧିକାରୀଙ୍କ ବଦଳି କରାଯାଇଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

23 Mar 2024 By The Sakala

୨୮ଜଣ ଓଏଏସ୍‌‌ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର: ୨୮ଜଣ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ (ଓଏଏସ୍‌‌)ଙ୍କ ବଦଳି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବଦଳି ହୋଇଥିବା ଅଧିକାରୀଙ୍କ ମଧ୍ୟରେ ୧୨ଜଣ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି। ରେଙ୍ଗାଲି ରାଇଟ୍‌‌ କେନାଲ ସିଷ୍ଟମ୍‌‌, ଜିଲ୍ଲାସ୍ତରୀୟ କ୍ରୀଡ଼ା ବିଭାଗ ଓଏସ୍‌‌ଡି, ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ, ପୁରୀ ଶ୍ରୀମନ୍ଦିର ସହକାରୀm ପ୍ରଶାସକ, ଡିଏସ୍‌‌ଆର ଦାୟିତ୍ୱରେ ଥିବା ଅଧିକାରୀଙ୍କ ବଦଳି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର