ପରିବହନ ମନ୍ତ୍ରୀଙ୍କ ସମୀକ୍ଷା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ୍

The Sakala Picture
Published On

ଭୁବନେଶ୍ବର: ଶେଷ ହେଲା ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ସମୀକ୍ଷା। ପରିବହନ ଭବନରେ ବିଭାଗୀୟ ସଚିବ, ଓଏସଆରଟିସି ଅଧିକାରୀଙ୍କ ଉପସ୍ଥିତିରେ ସମୀକ୍ଷା ହୋଇଛି। ତିନି ଘଣ୍ଟାରୁ ଅଧିକ ସମୟ ଧରି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କଲେ ମନ୍ତ୍ରୀ। ଅଧିକ ଇଲେକ୍ଟ୍ରିକ ବସ ଚଳାଚଳକୁ ଗୁରୁତ୍ୱ। ପରିବେଶ ସୁରକ୍ଷା ପାଇଁ ଅଧିକ ଇଲେକ୍ଟ୍ରିକ ବସ ଚଳାଇବା ଉପରେ ଗୁରୁତ୍ୱ। ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ୍। ଦେଶର ପ୍ରମୁଖ ଧର୍ମସ୍ଥଳୀକୁ ମଧ୍ୟ ବସ […]

ଭୁବନେଶ୍ବର: ଶେଷ ହେଲା ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ସମୀକ୍ଷା। ପରିବହନ ଭବନରେ ବିଭାଗୀୟ ସଚିବ, ଓଏସଆରଟିସି ଅଧିକାରୀଙ୍କ ଉପସ୍ଥିତିରେ ସମୀକ୍ଷା ହୋଇଛି। ତିନି ଘଣ୍ଟାରୁ ଅଧିକ ସମୟ ଧରି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କଲେ ମନ୍ତ୍ରୀ। ଅଧିକ ଇଲେକ୍ଟ୍ରିକ ବସ ଚଳାଚଳକୁ ଗୁରୁତ୍ୱ। ପରିବେଶ ସୁରକ୍ଷା ପାଇଁ ଅଧିକ ଇଲେକ୍ଟ୍ରିକ ବସ ଚଳାଇବା ଉପରେ ଗୁରୁତ୍ୱ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ୍। ଦେଶର ପ୍ରମୁଖ ଧର୍ମସ୍ଥଳୀକୁ ମଧ୍ୟ ବସ ଚଳାଚଳ ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଅଯୋଧ୍ୟା, ବୃନ୍ଦାବନ, ତିରୁପତି, ମହାକାଳେଶ୍ୱର, ବାରଣାସୀକୁ ଓଡ଼ିଶାରୁ ଚାଲିବ ବସ। ରାଜ୍ୟର ବିଭିନ୍ନ ସ୍ଥାନରୁ ଏସବୁ ତୀର୍ଥକ୍ଷେତ୍ରକୁ ଗଡିବ ବସ। ବସ ସେବା ଲୋକଙ୍କୁ ଦିଆଯିବ। ଲକ୍ଷ୍ମୀ ବସ ସମ୍ପର୍କରେ ତର୍ଜମା ଚାଲିଛି। ବସ ସେବା ସମସ୍ତଙ୍କୁ ମିଳିବ। ରାଜ୍ୟର ସବୁ ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ କରିବା କୁବିଭାଗ ଯୋଜନା କରୁଥିବା କହିଛନ୍ତି ପରିବହନ ମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର