ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍

The Sakala Picture
Published On

ପୁରୀ: ସ୍ଥଗିତ ରହିଲା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ଟ୍ରାଏଲ ରନ୍ । ଡିସେମ୍ବର ୨୮ରୁ ହେବ ନାହିଁ ଶ୍ରୀମନ୍ଦିରରେ ଧାଡି ଦର୍ଶନ। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ପୁରୀରେ ଭିଡ଼ ରହିବ । ସେଥିପାଇଁ ଜାନୁଆରୀ ୨୦ରୁ ୨୨ ତାରିଖ ମଧ୍ୟରେ ଧାଡ଼ି ଦର୍ଶନ […]

ପୁରୀ: ସ୍ଥଗିତ ରହିଲା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ଟ୍ରାଏଲ ରନ୍ । ଡିସେମ୍ବର ୨୮ରୁ ହେବ ନାହିଁ ଶ୍ରୀମନ୍ଦିରରେ ଧାଡି ଦର୍ଶନ। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ପୁରୀରେ ଭିଡ଼ ରହିବ । ସେଥିପାଇଁ ଜାନୁଆରୀ ୨୦ରୁ ୨୨ ତାରିଖ ମଧ୍ୟରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପୂର୍ଣ୍ଣାଙ୍ଗ ଭାବେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

26 Dec 2024 By The Sakala

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍

ପୁରୀ: ସ୍ଥଗିତ ରହିଲା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ଟ୍ରାଏଲ ରନ୍ । ଡିସେମ୍ବର ୨୮ରୁ ହେବ ନାହିଁ ଶ୍ରୀମନ୍ଦିରରେ ଧାଡି ଦର୍ଶନ। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ପୁରୀରେ ଭିଡ଼ ରହିବ । ସେଥିପାଇଁ ଜାନୁଆରୀ ୨୦ରୁ ୨୨ ତାରିଖ ମଧ୍ୟରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପୂର୍ଣ୍ଣାଙ୍ଗ ଭାବେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

https://www.thesakala.in/latest-odisha-news/trial-run-of-dhadi-darshan-in-shree-mandir-not-implemented-this-month/article-37536
Join Us @ WhatsApp

About The Author

26 Dec 2024 By The Sakala

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍

ପୁରୀ: ସ୍ଥଗିତ ରହିଲା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ଟ୍ରାଏଲ ରନ୍ । ଡିସେମ୍ବର ୨୮ରୁ ହେବ ନାହିଁ ଶ୍ରୀମନ୍ଦିରରେ ଧାଡି ଦର୍ଶନ। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ପୁରୀରେ ଭିଡ଼ ରହିବ । ସେଥିପାଇଁ ଜାନୁଆରୀ ୨୦ରୁ ୨୨ ତାରିଖ ମଧ୍ୟରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପୂର୍ଣ୍ଣାଙ୍ଗ ଭାବେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର