ଆଜି ପଞ୍ଚୁକ ବ୍ରତର ତୃତୀୟ ଦିନ; ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

The Sakala Picture
Published On

ପୁରୀ: ଆଜି ପଞ୍ଚୁକର ତୃତୀୟ ଦିନ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି। ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକ ମାନେ ଏହି ବେଶ କରିଥାନ୍ତି। ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି […]

ପୁରୀ: ଆଜି ପଞ୍ଚୁକର ତୃତୀୟ ଦିନ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି। ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକ ମାନେ ଏହି ବେଶ କରିଥାନ୍ତି। ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା ହୋଇଛି । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

25 Nov 2023 By The Sakala

ଆଜି ପଞ୍ଚୁକ ବ୍ରତର ତୃତୀୟ ଦିନ; ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ପୁରୀ: ଆଜି ପଞ୍ଚୁକର ତୃତୀୟ ଦିନ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି। ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକ ମାନେ ଏହି ବେଶ କରିଥାନ୍ତି। ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା ହୋଇଛି । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର