ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କୁ ଶଙ୍ଖ ଭବନରେ ଶ୍ରଦ୍ଧାଞ୍ଜଳି, ବିଧାନସଭା ପରିସରରେ ଦିଆଗଲା ଗାର୍ଡ ଅଫ ଅନର

The Sakala Picture
Published On

ଭୁବନେଶ୍ବର: ପୂର୍ବତନ ବାଚସ୍ପତି ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ନୟାପଲ୍ଲୀ ବାସଭବନରେ ଶେଷ ଦର୍ଶନ ପରେ ନିଆଯାଇଥିଲା ଶଙ୍ଖ ଭବନ । ସେଠାରେ ମାନ୍ୟଗନ୍ୟ ବକ୍ତି ସ୍ବାର୍ଗତ ପାତ୍ରଙ୍କ ଶେଷ ଦର୍ଶନ କରିବା ପରେ ତାଙ୍କ ମରଶରୀରକୁ ସବିଧାନସଭା ପରିସରକୁ ନିଆଯାଇଥିଲା । ସେଠାରେ ସ୍ବାର୍ଗତ ପାତ୍ରଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବା ସହ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ କରାଯିବ। ଏହା ପୂର୍ବରୁ ନୟାପଲ୍ଲୀ ବାସଭବନକୁ […]

ଭୁବନେଶ୍ବର: ପୂର୍ବତନ ବାଚସ୍ପତି ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ନୟାପଲ୍ଲୀ ବାସଭବନରେ ଶେଷ ଦର୍ଶନ ପରେ ନିଆଯାଇଥିଲା ଶଙ୍ଖ ଭବନ । ସେଠାରେ ମାନ୍ୟଗନ୍ୟ ବକ୍ତି ସ୍ବାର୍ଗତ ପାତ୍ରଙ୍କ ଶେଷ ଦର୍ଶନ କରିବା ପରେ ତାଙ୍କ ମରଶରୀରକୁ ସବିଧାନସଭା ପରିସରକୁ ନିଆଯାଇଥିଲା । ସେଠାରେ ସ୍ବାର୍ଗତ ପାତ୍ରଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବା ସହ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ କରାଯିବ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

ଏହା ପୂର୍ବରୁ ନୟାପଲ୍ଲୀ ବାସଭବନକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାର୍ଗତ ପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଗତକାଲିଠାରୁ ବିଜେଡି ସମେତ ବିଭିନ୍ନ ଦଳର ରାଜନେତା ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହାସହ ସାଧାରଣ ଜନତା ମଧ୍ୟ ସ୍ବାର୍ଗତ ପାତ୍ରଙ୍କ ଶେଷ ଦର୍ଶନ କରିଥିଲେ ।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

03 Sep 2023 By The Sakala

ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କୁ ଶଙ୍ଖ ଭବନରେ ଶ୍ରଦ୍ଧାଞ୍ଜଳି, ବିଧାନସଭା ପରିସରରେ ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ବର: ପୂର୍ବତନ ବାଚସ୍ପତି ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ନୟାପଲ୍ଲୀ ବାସଭବନରେ ଶେଷ ଦର୍ଶନ ପରେ ନିଆଯାଇଥିଲା ଶଙ୍ଖ ଭବନ । ସେଠାରେ ମାନ୍ୟଗନ୍ୟ ବକ୍ତି ସ୍ବାର୍ଗତ ପାତ୍ରଙ୍କ ଶେଷ ଦର୍ଶନ କରିବା ପରେ ତାଙ୍କ ମରଶରୀରକୁ ସବିଧାନସଭା ପରିସରକୁ ନିଆଯାଇଥିଲା । ସେଠାରେ ସ୍ବାର୍ଗତ ପାତ୍ରଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବା ସହ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ କରାଯିବ।

ଏହା ପୂର୍ବରୁ ନୟାପଲ୍ଲୀ ବାସଭବନକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାର୍ଗତ ପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଗତକାଲିଠାରୁ ବିଜେଡି ସମେତ ବିଭିନ୍ନ ଦଳର ରାଜନେତା ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହାସହ ସାଧାରଣ ଜନତା ମଧ୍ୟ ସ୍ବାର୍ଗତ ପାତ୍ରଙ୍କ ଶେଷ ଦର୍ଶନ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର