ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍: ୩ମୃତ, ଜଣେ ଗୁରୁତର

The Sakala Picture
Published On

ଅନୁଗୁଳ : ଅନୁଗୁଳ ଜିଲ୍ଲା କିଶୋରନଗର  ଥାନା ଅନ୍ତର୍ଗତ ବରଗାପାଲିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀଙ୍କ ଉପରେ ଟ୍ରକ ମାଡ଼ିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଏହି ଘଟଣାରେ ଜଣେ ଗୁରୁତର ଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ପ୍ରାଚୀ ନାମକ ଏକ ବସ ସୁନ୍ଦରଗଡ଼ରୁ ଭୁବନେଶ୍ୱର ଆସୁଥିବା ସମୟରେ ବାଟରେ ପଙ୍କଚର ହୋଇଯାଇଥିଲା । ତେବେ ବସରେ ଥିବା ଯାତ୍ରୀମାନେ କିଛି ସମୟ ପାଇଁ ତଳକୁ ଓହ୍ଲାଇ ପଡ଼ିଥିଲେ। ତେବେ ସେମାନେ […]

ଅନୁଗୁଳ : ଅନୁଗୁଳ ଜିଲ୍ଲା କିଶୋରନଗର  ଥାନା ଅନ୍ତର୍ଗତ ବରଗାପାଲିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀଙ୍କ ଉପରେ ଟ୍ରକ ମାଡ଼ିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଏହି ଘଟଣାରେ ଜଣେ ଗୁରୁତର ଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ସୂଚନା ଅନୁଯାୟୀ, ପ୍ରାଚୀ ନାମକ ଏକ ବସ ସୁନ୍ଦରଗଡ଼ରୁ ଭୁବନେଶ୍ୱର ଆସୁଥିବା ସମୟରେ ବାଟରେ ପଙ୍କଚର ହୋଇଯାଇଥିଲା । ତେବେ ବସରେ ଥିବା ଯାତ୍ରୀମାନେ କିଛି ସମୟ ପାଇଁ ତଳକୁ ଓହ୍ଲାଇ ପଡ଼ିଥିଲେ। ତେବେ ସେମାନେ ରାସ୍ତାରେ ଠିଆ ହୋଇଥିବା ସମୟରେ ହଠାତ ଟ୍ରକ ଆସି ୪ ଜଣ ଯାତ୍ରୀଙ୍କ ଉପରେ ମାଡ଼ିଯାଇଥିଲା । ଘଟଣାସ୍ଥଳରେ ୩ ଜଣ ଯାତ୍ରୀ ପ୍ରାଣ ହରାଇଥିଲେ। ଅନ୍ୟ ଜଣେ ଗୁରୁତରଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ରେଢ଼ାଖୋଲ ଡାକ୍ତରଖାନାରେ ୨ ଜଣ ଏବଂ କିଶୋରନଗରରେ ଜଣଙ୍କର ମୃତ୍ୟୁ ଘଟିଛି । ବସଟି ସୁନ୍ଦରଗଡ଼ରୁ ଭୁବନେଶ୍ବର ଯିବାବେଳେ ଏହି ଅଘଟଣ ଘଟିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏଏସଆଇ: ମାମଲା ରଫାଦଫା ପାଇଁ ନେଉଥିଲେ ୮ ହଜାର ଟଙ୍କା ଲାଞ୍ଚ

ଆହୁରି ପଢ଼ନ୍ତୁ: ଓଡ଼ିଆ ଶିକ୍ଷକଙ୍କ ଦରମା ବନ୍ଦ କରି ଓଡ଼ିଆ ଅସ୍ମିତାର ମର୍ଯ୍ୟାଦାହାନୀ କରିଛନ୍ତି ସରକାର: ବିଜେଡି

17 Nov 2023 By The Sakala

ଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍: ୩ମୃତ, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳ ଜିଲ୍ଲା କିଶୋରନଗର  ଥାନା ଅନ୍ତର୍ଗତ ବରଗାପାଲିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀଙ୍କ ଉପରେ ଟ୍ରକ ମାଡ଼ିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଏହି ଘଟଣାରେ ଜଣେ ଗୁରୁତର ଥିବା ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ପ୍ରାଚୀ ନାମକ ଏକ ବସ ସୁନ୍ଦରଗଡ଼ରୁ ଭୁବନେଶ୍ୱର ଆସୁଥିବା ସମୟରେ ବାଟରେ ପଙ୍କଚର ହୋଇଯାଇଥିଲା । ତେବେ ବସରେ ଥିବା ଯାତ୍ରୀମାନେ କିଛି ସମୟ ପାଇଁ ତଳକୁ ଓହ୍ଲାଇ ପଡ଼ିଥିଲେ। ତେବେ ସେମାନେ ରାସ୍ତାରେ ଠିଆ ହୋଇଥିବା ସମୟରେ ହଠାତ ଟ୍ରକ ଆସି ୪ ଜଣ ଯାତ୍ରୀଙ୍କ ଉପରେ ମାଡ଼ିଯାଇଥିଲା । ଘଟଣାସ୍ଥଳରେ ୩ ଜଣ ଯାତ୍ରୀ ପ୍ରାଣ ହରାଇଥିଲେ। ଅନ୍ୟ ଜଣେ ଗୁରୁତରଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ରେଢ଼ାଖୋଲ ଡାକ୍ତରଖାନାରେ ୨ ଜଣ ଏବଂ କିଶୋରନଗରରେ ଜଣଙ୍କର ମୃତ୍ୟୁ ଘଟିଛି । ବସଟି ସୁନ୍ଦରଗଡ଼ରୁ ଭୁବନେଶ୍ବର ଯିବାବେଳେ ଏହି ଅଘଟଣ ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର