ମଙ୍ଗଳବାର ରାଶିଫଳ ( ୧୦- ୦୬- ୨୦୨୫ )

The Sakala Picture
Published On

ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। କ୍ୟାରିୟରରେ ଉନ୍ନତି କରିବେ। ଖର୍ଚ୍ଚାନ୍ତ ହୋଇପାରନ୍ତି। ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ। ନୂଆ କାମ ହାତକୁ ଆସିପାରେ । ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ […]

ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। କ୍ୟାରିୟରରେ ଉନ୍ନତି କରିବେ। ଖର୍ଚ୍ଚାନ୍ତ ହୋଇପାରନ୍ତି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ। ନୂଆ କାମ ହାତକୁ ଆସିପାରେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବେ। ନୂତନ ଜମି କ୍ରୟ କରିପାରନ୍ତି। ଅତିଥି ସତ୍କାର କରିପାରନ୍ତି।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।

ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।

ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳପ୍ରିୟ ହେବେ।

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।

ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଆଶା କରିଥÒବା ଦିଗରୁ ଖୁସି ଖବର ମିଳିବ।

ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପଡୋଶୀଙ୍କ ସହ ସମ୍ପର୍କ ବଢ଼ିବ।

କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟପାରରେ ଦିନଟି ଭଲରେ ବିତିବ। ବୈବାହିକ ଜୀବନ ସୁଖମୟ ହେବ।

10 Jun 2025 By The Sakala

ମଙ୍ଗଳବାର ରାଶିଫଳ ( ୧୦- ୦୬- ୨୦୨୫ )

ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। କ୍ୟାରିୟରରେ ଉନ୍ନତି କରିବେ। ଖର୍ଚ୍ଚାନ୍ତ ହୋଇପାରନ୍ତି।

ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ। ନୂଆ କାମ ହାତକୁ ଆସିପାରେ ।

ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବେ। ନୂତନ ଜମି କ୍ରୟ କରିପାରନ୍ତି। ଅତିଥି ସତ୍କାର କରିପାରନ୍ତି।

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।

ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।

ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳପ୍ରିୟ ହେବେ।

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।

ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଆଶା କରିଥÒବା ଦିଗରୁ ଖୁସି ଖବର ମିଳିବ।

ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପଡୋଶୀଙ୍କ ସହ ସମ୍ପର୍କ ବଢ଼ିବ।

କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟପାରରେ ଦିନଟି ଭଲରେ ବିତିବ। ବୈବାହିକ ଜୀବନ ସୁଖମୟ ହେବ।

https://www.thesakala.in/latest-odisha-news/tuesday-10th-june-205-rasiphala/article-41066
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର