ଭିଜିଲାନ୍ସ ପଞ୍ଝାରେ ତୁରେକେଲା ବ୍ଲକ ଗ୍ରାମ ପଞ୍ଚାୟତ ଅଫିସର

The Sakala Picture
Published On

ବଲାଙ୍ଗିର: ଭିଜିଲାନ୍ସ ପଞ୍ଝାରେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଗ୍ରାମ ପଞ୍ଚାୟତ ଅଫିସର ( GPO) । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ ପଞ୍ଚାୟତ ଅଫିସର ଗୋବିନ୍ଦ ଭୋଇଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ଏକା ସାଙ୍ଗରେ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ସୋନପୁର ଭିଜିଲାନ୍ସର ଜଏଣ୍ଟ ଟିମ୍ ଏହି ଚଢ଼ାଉ କରିଛି । ସୂଚନାନୁଯାୟୀ, ଗୋବିନ୍ଦ ଭୋଇଙ୍କ କଣ୍ଟାବାଞ୍ଜି ପଟେଲ କଲୋନୀ […]

ବଲାଙ୍ଗିର: ଭିଜିଲାନ୍ସ ପଞ୍ଝାରେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଗ୍ରାମ ପଞ୍ଚାୟତ ଅଫିସର ( GPO) । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ ପଞ୍ଚାୟତ ଅଫିସର ଗୋବିନ୍ଦ ଭୋଇଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ଏକା ସାଙ୍ଗରେ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ସୋନପୁର ଭିଜିଲାନ୍ସର ଜଏଣ୍ଟ ଟିମ୍ ଏହି ଚଢ଼ାଉ କରିଛି ।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

ସୂଚନାନୁଯାୟୀ, ଗୋବିନ୍ଦ ଭୋଇଙ୍କ କଣ୍ଟାବାଞ୍ଜି ପଟେଲ କଲୋନୀ ସ୍ଥିତ ବାସଭବନ ସହ ଧଣ୍ଡାମୁଣ୍ଡା ପୈତୃକ ବାସଭବନ, ତୁରେକେଲା, ମୁରିବାହାଲ ବ୍ଲକ କାର୍ଯ୍ୟଳୟ ଏବଂ ତାଙ୍କ ଫୋଟୋ ଷ୍ଟୁଡିଓରେ ଚଢ଼ାଉ ହୋଇଛି। ବ୍ଲକ ଗ୍ରାମ ପଞ୍ଚାୟତ ଅଫିସର ଗୋବିନ୍ଦ ଭୋଇଙ୍କ ନାଁ ଆୟର ବହିର୍ଭୁତ ସମ୍ପତ୍ତି ଠୁଳ ହୋଇଥିବା ଅଭିଯୋଗ ହୋଇଛି ।

ଆହୁରି ପଢ଼ନ୍ତୁ: ଉପର ମୁଣ୍ଡରେ ପ୍ରବଳ ବର୍ଷା; ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ମୋଟ୍ ୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

23 Jul 2021 By The Sakala

ଭିଜିଲାନ୍ସ ପଞ୍ଝାରେ ତୁରେକେଲା ବ୍ଲକ ଗ୍ରାମ ପଞ୍ଚାୟତ ଅଫିସର

ବଲାଙ୍ଗିର: ଭିଜିଲାନ୍ସ ପଞ୍ଝାରେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଗ୍ରାମ ପଞ୍ଚାୟତ ଅଫିସର ( GPO) । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ ପଞ୍ଚାୟତ ଅଫିସର ଗୋବିନ୍ଦ ଭୋଇଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ଏକା ସାଙ୍ଗରେ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ସୋନପୁର ଭିଜିଲାନ୍ସର ଜଏଣ୍ଟ ଟିମ୍ ଏହି ଚଢ଼ାଉ କରିଛି ।

ସୂଚନାନୁଯାୟୀ, ଗୋବିନ୍ଦ ଭୋଇଙ୍କ କଣ୍ଟାବାଞ୍ଜି ପଟେଲ କଲୋନୀ ସ୍ଥିତ ବାସଭବନ ସହ ଧଣ୍ଡାମୁଣ୍ଡା ପୈତୃକ ବାସଭବନ, ତୁରେକେଲା, ମୁରିବାହାଲ ବ୍ଲକ କାର୍ଯ୍ୟଳୟ ଏବଂ ତାଙ୍କ ଫୋଟୋ ଷ୍ଟୁଡିଓରେ ଚଢ଼ାଉ ହୋଇଛି। ବ୍ଲକ ଗ୍ରାମ ପଞ୍ଚାୟତ ଅଫିସର ଗୋବିନ୍ଦ ଭୋଇଙ୍କ ନାଁ ଆୟର ବହିର୍ଭୁତ ସମ୍ପତ୍ତି ଠୁଳ ହୋଇଥିବା ଅଭିଯୋଗ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର