ଆଜି ପ୍ରଯୋଜକ ଟୁଟୁ ନାୟକଙ୍କ ହେବ ଜାମିନ ଶୁଣାଣି

The Sakala Picture
Published On

ଭୁବନେଶ୍ୱର: ଆଜି ପ୍ରଯୋଜକ ଟୁଟୁ ନାୟକଙ୍କ ହେବ ଜାମିନ ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ । ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ। ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କମ୍ପ୍ଲେକ୍ସ ଭିତରେ ଘଟିଥିଲା ଘଟଣା । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ […]

ଭୁବନେଶ୍ୱର: ଆଜି ପ୍ରଯୋଜକ ଟୁଟୁ ନାୟକଙ୍କ ହେବ ଜାମିନ ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ । ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ। ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କମ୍ପ୍ଲେକ୍ସ ଭିତରେ ଘଟିଥିଲା ଘଟଣା । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ହୋଇଥିଲା ମାମଲା । ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ ।

ଆହୁରି ପଢ଼ନ୍ତୁ: ଉପରମୁଣ୍ଡରେ ପ୍ରବଳ ବର୍ଷା: ଖୋଲିଲା ରେଙ୍ଗାଳି ଡ୍ୟାମ୍‌ର ଗୋଟିଏ ଗେଟ୍

06 Nov 2023 By The Sakala

ଆଜି ପ୍ରଯୋଜକ ଟୁଟୁ ନାୟକଙ୍କ ହେବ ଜାମିନ ଶୁଣାଣି

ଭୁବନେଶ୍ୱର: ଆଜି ପ୍ରଯୋଜକ ଟୁଟୁ ନାୟକଙ୍କ ହେବ ଜାମିନ ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ । ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ। ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କମ୍ପ୍ଲେକ୍ସ ଭିତରେ ଘଟିଥିଲା ଘଟଣା । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ହୋଇଥିଲା ମାମଲା । ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର