ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ବିରୂପା ନଦୀରୁ ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର, ଦୁଇଦିନ ତଳୁ ନିଖୋଜ ଥିଲେ

Madhusudan Das Picture
Published On

କଟକ: ବିରୂପା ନଦୀ ବ୍ୟାରେଜ୍ ନିକଟରୁ ୨ ଭାଇଙ୍କ ମୃତଦେହ ଉଦ୍ଧାର । ଯୁବକ ଦୁଇ ଜଣ ହେଲେ ଚୌଦ୍ବାର ମଣ୍ଡାପଡ଼ା ଅଞ୍ଚଳର ଦେବାଶିଷ ସାହୁ ଓ ଶୁଭାଶିଷ ସାହୁ । ଦୁଇ ଭାଇ ଗତ ଦୁଇ ଦିନ ତଳୁ ନିଖୋଜ ଥିଲେ । ଆଜି ଚୌଦ୍ବାର ବିରୂପା ବ୍ୟାରେଜ୍ ଏକ ନମ୍ବର ଗେଟ ନିକଟରେ ତାଙ୍କ ମୃତଦେହ ଭାସୁଥିବାର ଦେଖି  ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଚୌଦ୍ବାର ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ କଟକ ଏସସିବିକୁ ପଠାଇଛି । ତେବେ ମୃତ୍ୟୁର କାରଣ ଜଣାପଡିନଥିବା ବେଳେ ଅଧିକ ତଦନ୍ତ କରୁଛି ପୋଲିସ୍। 

ଆହୁରି ପଢ଼ନ୍ତୁ: ଦଶରଥପୁରରେ ବିଜେଡିର ନାରୀ ଅଧିକାର ଅଭିଯାନ: ମହିଳାମାନେ ନିଜ ସୁରକ୍ଷା ପାଇଁ ତ୍ରାହି ତ୍ରାହି ଡାକିଲେଣି

12 Mar 2026 By Madhusudan Das

ବିରୂପା ନଦୀରୁ ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର, ଦୁଇଦିନ ତଳୁ ନିଖୋଜ ଥିଲେ

କଟକ: ବିରୂପା ନଦୀ ବ୍ୟାରେଜ୍ ନିକଟରୁ ୨ ଭାଇଙ୍କ ମୃତଦେହ ଉଦ୍ଧାର । ଯୁବକ ଦୁଇ ଜଣ ହେଲେ ଚୌଦ୍ବାର ମଣ୍ଡାପଡ଼ା ଅଞ୍ଚଳର ଦେବାଶିଷ ସାହୁ ଓ ଶୁଭାଶିଷ ସାହୁ । ଦୁଇ ଭାଇ ଗତ ଦୁଇ ଦିନ ତଳୁ ନିଖୋଜ ଥିଲେ । ଆଜି ଚୌଦ୍ବାର ବିରୂପା ବ୍ୟାରେଜ୍ ଏକ ନମ୍ବର ଗେଟ ନିକଟରେ ତାଙ୍କ ମୃତଦେହ ଭାସୁଥିବାର ଦେଖି  ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଚୌଦ୍ବାର ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ କଟକ ଏସସିବିକୁ ପଠାଇଛି । ତେବେ ମୃତ୍ୟୁର କାରଣ ଜଣାପଡିନଥିବା ବେଳେ ଅଧିକ ତଦନ୍ତ କରୁଛି ପୋଲିସ୍। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର