ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପୋଷ୍ଟ ବଜେଟ ଆଲୋଚନାରେ ଯୋଗ ଦେବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ଭୁବନେଶ୍ବର ଆସି ପହଞ୍ଚିଛନ୍ତି। ଆସନ୍ତାକାଲି ସେ ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେବେ ନିର୍ମଳା ସୀତାରମଣ। ପରେ ପରେ ଖୋର୍ଦ୍ଧା ଅରୁଗୁଳସ୍ଥିତ ଆଇଆଇଟିରେ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିବେ।
ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ