ଭୁବନେଶ୍ୱରରେ ଅଘଟଣ: ଡ୍ରେନ୍‌ କାମ ଚାଲିଥିଲା ବେଳେ କାନ୍ଥ ଭୁଶୁଡ଼ି ୨ ମୃତ, ୪ ଗୁରୁତର

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅଘଟଣ । କାନ୍ଥ ଭୁଶୁଡ଼ି ଚାଲିଗଲା୨ ଜୀବନ, ୪ ଗୁରୁତର । ଭୁବନେଶ୍ବରର ବଡ଼ଗଡ଼ ଭୋଇସାହିରେ ଘଟିଛି ଏଭଳି ଅଘଟଣ । ଡ୍ରେନ୍ କାମ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ପଡ଼ିଥିଲା । ଫଳରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି । ତେବେ ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରି ନଥିବାବେଳେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା; ଯୁବକଙ୍କୁ ପିଟିପିଟି ହତ୍ୟା ଉଦ୍ୟମ, ଥାନା ଘେରାଉ କଲେ ଗ୍ରାମବାସୀ

24 Feb 2026 By Madhusudan Das

ଭୁବନେଶ୍ୱରରେ ଅଘଟଣ: ଡ୍ରେନ୍‌ କାମ ଚାଲିଥିଲା ବେଳେ କାନ୍ଥ ଭୁଶୁଡ଼ି ୨ ମୃତ, ୪ ଗୁରୁତର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅଘଟଣ । କାନ୍ଥ ଭୁଶୁଡ଼ି ଚାଲିଗଲା୨ ଜୀବନ, ୪ ଗୁରୁତର । ଭୁବନେଶ୍ବରର ବଡ଼ଗଡ଼ ଭୋଇସାହିରେ ଘଟିଛି ଏଭଳି ଅଘଟଣ । ଡ୍ରେନ୍ କାମ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ପଡ଼ିଥିଲା । ଫଳରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି । ତେବେ ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରି ନଥିବାବେଳେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର