ରାଞ୍ଚି ଡିଭିଜନରେ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା

The Sakala Picture
Published On

ରାଉରକେଲା: ମୁହାଁମୁହିଁ ଧକ୍କା ହୋଇଛି ଦୁଇଟି ମାଲବାହୀ ଟ୍ରେନ । ରାଞ୍ଚି ଡିଭିଜନ ପୋକରା ଓ କୁରୁକୁରା ରେଲୱେ ଷ୍ଟେସନ ମଝିରେ ଦୁର୍ଘଟଣାଗ୍ରସ୍ତ ହୋଇଛି ଦୁଇଟି ମାଲବାହୀ ଟ୍ରେନ । ଦୁଇଟି ମାଲବାହୀ ଟ୍ରେନ ପରସ୍ପର ପରସ୍ପରକୁ ଧକ୍କା ଦେବା ଫଳରେ ଲାଇନଚ୍ୟୁତ ହୋଇଥିଲେ । ରାଉରକେଲାରୁ ହଟିଆ ଯାଉଥିବା କୋଇଲା ବୋଝେଇ ମାଲବାହୀ ଟ୍ରେନ ଓ ହାଟିଆରୁ ରାଉରକେଲା ବନ୍ଧମୁଣ୍ଡା ଆସୁଥିବା ଖାଲି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ହୋଇଛି । ବ୍ରେକ ଫେଲ୍ ହେବାରୁ […]

ରାଉରକେଲା: ମୁହାଁମୁହିଁ ଧକ୍କା ହୋଇଛି ଦୁଇଟି ମାଲବାହୀ ଟ୍ରେନ । ରାଞ୍ଚି ଡିଭିଜନ ପୋକରା ଓ କୁରୁକୁରା ରେଲୱେ ଷ୍ଟେସନ ମଝିରେ ଦୁର୍ଘଟଣାଗ୍ରସ୍ତ ହୋଇଛି ଦୁଇଟି ମାଲବାହୀ ଟ୍ରେନ । ଦୁଇଟି ମାଲବାହୀ ଟ୍ରେନ ପରସ୍ପର ପରସ୍ପରକୁ ଧକ୍କା ଦେବା ଫଳରେ ଲାଇନଚ୍ୟୁତ ହୋଇଥିଲେ । ରାଉରକେଲାରୁ ହଟିଆ ଯାଉଥିବା କୋଇଲା ବୋଝେଇ ମାଲବାହୀ ଟ୍ରେନ ଓ ହାଟିଆରୁ ରାଉରକେଲା ବନ୍ଧମୁଣ୍ଡା ଆସୁଥିବା ଖାଲି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ହୋଇଛି । ବ୍ରେକ ଫେଲ୍ ହେବାରୁ ଦୁର୍ଘଟଣା ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଦୁର୍ଘଟଣା ପରେ ଏହି ଲାଇନରେ ଟ୍ରେନ ଚଳାଚଳ ବ୍ୟାହତ ହୋଇଛି । ଘଟଣାସ୍ଥଳରେ ରେଲୱେ କର୍ତ୍ତୃପକ୍ଷ ଏବଂ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର ପ୍ରକ୍ରିୟା ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ସିଆର୍‌ଏଫ୍‌ଏମ୍‌ ଯୋଜନା ବାଟବଣା: ସାରା ରାଜ୍ୟରେ ଦୁର୍ନୀତିର ପାହାଡ଼

26 Dec 2021 By The Sakala

ରାଞ୍ଚି ଡିଭିଜନରେ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା

ରାଉରକେଲା: ମୁହାଁମୁହିଁ ଧକ୍କା ହୋଇଛି ଦୁଇଟି ମାଲବାହୀ ଟ୍ରେନ । ରାଞ୍ଚି ଡିଭିଜନ ପୋକରା ଓ କୁରୁକୁରା ରେଲୱେ ଷ୍ଟେସନ ମଝିରେ ଦୁର୍ଘଟଣାଗ୍ରସ୍ତ ହୋଇଛି ଦୁଇଟି ମାଲବାହୀ ଟ୍ରେନ । ଦୁଇଟି ମାଲବାହୀ ଟ୍ରେନ ପରସ୍ପର ପରସ୍ପରକୁ ଧକ୍କା ଦେବା ଫଳରେ ଲାଇନଚ୍ୟୁତ ହୋଇଥିଲେ । ରାଉରକେଲାରୁ ହଟିଆ ଯାଉଥିବା କୋଇଲା ବୋଝେଇ ମାଲବାହୀ ଟ୍ରେନ ଓ ହାଟିଆରୁ ରାଉରକେଲା ବନ୍ଧମୁଣ୍ଡା ଆସୁଥିବା ଖାଲି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ହୋଇଛି । ବ୍ରେକ ଫେଲ୍ ହେବାରୁ ଦୁର୍ଘଟଣା ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଦୁର୍ଘଟଣା ପରେ ଏହି ଲାଇନରେ ଟ୍ରେନ ଚଳାଚଳ ବ୍ୟାହତ ହୋଇଛି । ଘଟଣାସ୍ଥଳରେ ରେଲୱେ କର୍ତ୍ତୃପକ୍ଷ ଏବଂ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର ପ୍ରକ୍ରିୟା ଜାରି ରଖିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର