ମାଲକାନଗିରିରେ ପୋଲିସ ଡିଜି ଅଭୟଙ୍କ ନିକଟରେ ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

The Sakala Picture
Published On

ମାଲକାନଗିରି: ମାଲକାନଗିରି ଗସ୍ତରେ ଡିଜିପି ଅଭୟ । ମାଲକାନଗିରି ଜିଲ୍ଲା ଟେମୁରପାଲି ମାଓପ୍ରବଣ ଅଞ୍ଚଳ, ମାଲକାନଗିରି ବିଏସଏଫ କ୍ୟାମ୍ପ, ଜିଲ୍ଲା ପୁଲିସ କାର୍ଯ୍ୟଳୟ ପରିଦର୍ଶନ କରି ମାଓ ସମସ୍ୟା ସମ୍ପର୍କରେ ଉଚ୍ଚ ପୁଲିସ ଅଧିକାରୀଙ୍କ ସହ ସମୀକ୍ଷା କଲେ ଡିଜିପି। ଏହି ଅବସରରେ ପୋଲିସ ଡିଜି ଅଭୟଙ୍କ ନିକଟକରେ ୨ ଜଣ ହାର୍ଡକୋର ମାଓବାଦୀ ଆଜି ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ ପାର୍ଟି ମେମ୍ବର […]

ମାଲକାନଗିରି: ମାଲକାନଗିରି ଗସ୍ତରେ ଡିଜିପି ଅଭୟ । ମାଲକାନଗିରି ଜିଲ୍ଲା ଟେମୁରପାଲି ମାଓପ୍ରବଣ ଅଞ୍ଚଳ, ମାଲକାନଗିରି ବିଏସଏଫ କ୍ୟାମ୍ପ, ଜିଲ୍ଲା ପୁଲିସ କାର୍ଯ୍ୟଳୟ ପରିଦର୍ଶନ କରି ମାଓ ସମସ୍ୟା ସମ୍ପର୍କରେ ଉଚ୍ଚ ପୁଲିସ ଅଧିକାରୀଙ୍କ ସହ ସମୀକ୍ଷା କଲେ ଡିଜିପି। ଏହି ଅବସରରେ ପୋଲିସ ଡିଜି ଅଭୟଙ୍କ ନିକଟକରେ ୨ ଜଣ ହାର୍ଡକୋର ମାଓବାଦୀ ଆଜି ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ ପାର୍ଟି ମେମ୍ବର ରାଇଧର ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ଆତ୍ମସମର୍ପଣ କରିଥିବା ମାଓବାଦୀ ସବିତା ନାଁରେ ୨ ଲକ୍ଷ ଓ ରାଇଧର ନାଁରେ ଲକ୍ଷେ ଟଙ୍କା ପୁରସ୍କାର ରାଶି ଥିଲା । ବହୁ ଦିନରୁ ଏମାନେ ମାଓ ସଂଗଠନରେ ଜଡିତ ଥିଲେ । ସଂଗଠନର ବିଚାରଧାରାରେ ବିତସ୍ପୃହ ହୋଇ ସମାଜରେ ମୁଖ୍ୟ ସ୍ରୋତରେ ସାମିଲ ହେବା ଲକ୍ଷ୍ୟରେ ଆତ୍ମସମର୍ପଣ କରିଛନ୍ତି ସରିତା ଓ ରାଇଧର ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

18 Jul 2021 By The Sakala

ମାଲକାନଗିରିରେ ପୋଲିସ ଡିଜି ଅଭୟଙ୍କ ନିକଟରେ ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

ମାଲକାନଗିରି: ମାଲକାନଗିରି ଗସ୍ତରେ ଡିଜିପି ଅଭୟ । ମାଲକାନଗିରି ଜିଲ୍ଲା ଟେମୁରପାଲି ମାଓପ୍ରବଣ ଅଞ୍ଚଳ, ମାଲକାନଗିରି ବିଏସଏଫ କ୍ୟାମ୍ପ, ଜିଲ୍ଲା ପୁଲିସ କାର୍ଯ୍ୟଳୟ ପରିଦର୍ଶନ କରି ମାଓ ସମସ୍ୟା ସମ୍ପର୍କରେ ଉଚ୍ଚ ପୁଲିସ ଅଧିକାରୀଙ୍କ ସହ ସମୀକ୍ଷା କଲେ ଡିଜିପି। ଏହି ଅବସରରେ ପୋଲିସ ଡିଜି ଅଭୟଙ୍କ ନିକଟକରେ ୨ ଜଣ ହାର୍ଡକୋର ମାଓବାଦୀ ଆଜି ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ ପାର୍ଟି ମେମ୍ବର ରାଇଧର ।

ଆତ୍ମସମର୍ପଣ କରିଥିବା ମାଓବାଦୀ ସବିତା ନାଁରେ ୨ ଲକ୍ଷ ଓ ରାଇଧର ନାଁରେ ଲକ୍ଷେ ଟଙ୍କା ପୁରସ୍କାର ରାଶି ଥିଲା । ବହୁ ଦିନରୁ ଏମାନେ ମାଓ ସଂଗଠନରେ ଜଡିତ ଥିଲେ । ସଂଗଠନର ବିଚାରଧାରାରେ ବିତସ୍ପୃହ ହୋଇ ସମାଜରେ ମୁଖ୍ୟ ସ୍ରୋତରେ ସାମିଲ ହେବା ଲକ୍ଷ୍ୟରେ ଆତ୍ମସମର୍ପଣ କରିଛନ୍ତି ସରିତା ଓ ରାଇଧର ।

https://www.thesakala.in/latest-odisha-news/two-hardcore-maoist-surrendered-before-police-dg-in-malkangiri/article-3869
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର