ଦଳବିରୋଧୀ କାର୍ଯ୍ୟପାଇଁ ମୟୂରଭଞ୍ଜ ଜିଲ୍ଲା ବିଜେଡିର ଦୁଇ ନେତା ଦଳରୁ ବହିଷ୍କୃତ

The Sakala Picture
Published On

ଭୁବନେଶ୍ୱର: ଦଳବିରୋଧୀ କାର୍ଯ୍ୟପାଇଁ ମୟୂରଭଞ୍ଜ ଜିଲ୍ଲାର ଦୁଇ ବିଜେଡି ନେତାଙ୍କୁ ଦଳରୁ ବହିଷ୍କାର କରାଜଯାଇଛି । ସେମାନେ ହେଲେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ସ୍ୱତନ୍ତ୍ର ଉନ୍ନୟନ ପରିଷଦ -ଏସଡିସି ସଦସ୍ୟ ଜଲେନ ନାଏକ ଓ ତିରିଙ୍ଗ ବ୍ଲକ ଅଧ୍ୟକ୍ଷ ପରମେଶ୍ବର ସାମାଡ । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦୁଇ ନେତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି । ଦୁଇ ନେତାଙ୍କ ବହିଷ୍କାର ନେଇ ଦଳର ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର