ଗାଧୋଇବା ବେଳେ ଋଷିକୁଲ୍ୟା ନଦୀରେ ଭାସିଗଲେ ୨ ନାବାଳକ

The Sakala Picture
Published On

ଗଞ୍ଜାମ: ଗଞ୍ଜାମ ପୁରୁଷୋତ୍ତମପୁର ଷୋଳଘର ନିକଟରେ ଥିବା ଋଷିକୂଲ୍ୟା ନଦୀରେ ଅଘଟଣ। ଗାଧୋଉଥିବା ବେଳେ ନଦୀରେ ଭାସିଗଲେ ଦୁଇ ନାବାଳକ ଭାଇ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଥିବା ବେଳେ ନିଖୋଜ ୨ ପିଲାଙ୍କୁ ଖୋଜା ଖୋଜି ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଆଜି ସକାଳେ ଦୁଇ ନାବାଳକ ଭାଇ ଋଷିକୁଲ୍ୟା ନଦୀରେ ଗାଧୋଇବା ପାଇଁ ଆସିଥିଲେ । ତେବେ ଗାଧୋଇବା ବେଳେ ନଦୀ ସୁଅରେ ଭାସିଯାଇଥିବା ଜଣାପଡିବା ପରେ ଗ୍ରାମବାସୀ ଅଗ୍ନିଶମ ଟିମ୍‌କୁ ସୂଚନା […]

ଗଞ୍ଜାମ: ଗଞ୍ଜାମ ପୁରୁଷୋତ୍ତମପୁର ଷୋଳଘର ନିକଟରେ ଥିବା ଋଷିକୂଲ୍ୟା ନଦୀରେ ଅଘଟଣ। ଗାଧୋଉଥିବା ବେଳେ ନଦୀରେ ଭାସିଗଲେ ଦୁଇ ନାବାଳକ ଭାଇ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଥିବା ବେଳେ ନିଖୋଜ ୨ ପିଲାଙ୍କୁ ଖୋଜା ଖୋଜି ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ବଡ଼ ରାୟ: ୪୦ ବର୍ଷର ସ୍ୱାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ରହିବେ ୧୯ ବର୍ଷୀୟା ପତ୍ନୀ

ସୂଚନା ଅନୁଯାୟୀ, ଆଜି ସକାଳେ ଦୁଇ ନାବାଳକ ଭାଇ ଋଷିକୁଲ୍ୟା ନଦୀରେ ଗାଧୋଇବା ପାଇଁ ଆସିଥିଲେ । ତେବେ ଗାଧୋଇବା ବେଳେ ନଦୀ ସୁଅରେ ଭାସିଯାଇଥିବା ଜଣାପଡିବା ପରେ ଗ୍ରାମବାସୀ ଅଗ୍ନିଶମ ଟିମ୍‌କୁ ସୂଚନା ଦେଇଥିଲେ। ସାନ ଭାଇ କାହ୍ନୁଚରଣ ମହାନ୍ତିଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଡ ଭାଇ ସୁମିତ ଏବେବି ନିଖୋଜ ଅଛନ୍ତି । ସୁମିତଙ୍କୁ ଖୋଜିବାରେ ଲାଗିଛନ୍ତି ଅଗ୍ନିଶମ ବିଭାଗର ଟିମ୍ । ଘଟଣାସ୍ଥଳରେ ପୁରୁଷୋତ୍ତମପୁର ବିଡିଓ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ବର ଆଜାଦନଗର ବିସ୍ଫୋରଣ ଘଟଣା: ଅପରାଧିକ ଲିଙ୍କ୍‌, ଆତଙ୍କୀ ହମ୍‌ଲା ସମ୍ପର୍କିତ ତଦନ୍ତ କରିବ NIA

25 Oct 2022 By The Sakala

ଗାଧୋଇବା ବେଳେ ଋଷିକୁଲ୍ୟା ନଦୀରେ ଭାସିଗଲେ ୨ ନାବାଳକ

ଗଞ୍ଜାମ: ଗଞ୍ଜାମ ପୁରୁଷୋତ୍ତମପୁର ଷୋଳଘର ନିକଟରେ ଥିବା ଋଷିକୂଲ୍ୟା ନଦୀରେ ଅଘଟଣ। ଗାଧୋଉଥିବା ବେଳେ ନଦୀରେ ଭାସିଗଲେ ଦୁଇ ନାବାଳକ ଭାଇ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଥିବା ବେଳେ ନିଖୋଜ ୨ ପିଲାଙ୍କୁ ଖୋଜା ଖୋଜି ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ଆଜି ସକାଳେ ଦୁଇ ନାବାଳକ ଭାଇ ଋଷିକୁଲ୍ୟା ନଦୀରେ ଗାଧୋଇବା ପାଇଁ ଆସିଥିଲେ । ତେବେ ଗାଧୋଇବା ବେଳେ ନଦୀ ସୁଅରେ ଭାସିଯାଇଥିବା ଜଣାପଡିବା ପରେ ଗ୍ରାମବାସୀ ଅଗ୍ନିଶମ ଟିମ୍‌କୁ ସୂଚନା ଦେଇଥିଲେ। ସାନ ଭାଇ କାହ୍ନୁଚରଣ ମହାନ୍ତିଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଡ ଭାଇ ସୁମିତ ଏବେବି ନିଖୋଜ ଅଛନ୍ତି । ସୁମିତଙ୍କୁ ଖୋଜିବାରେ ଲାଗିଛନ୍ତି ଅଗ୍ନିଶମ ବିଭାଗର ଟିମ୍ । ଘଟଣାସ୍ଥଳରେ ପୁରୁଷୋତ୍ତମପୁର ବିଡିଓ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର