ମାଳିପଦର ଜଙ୍ଗଲରେ ଏସଓଜି ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ, ଦୁଇ ନକ୍ସଲ ନିହତ

The Sakala Picture
Published On

ବୈପାରୀଗୁଡା: ବୈପାରୀଗୁଡା ବ୍ଲକ ଗୁପ୍ତେଶ୍ୱର ପଂଚାୟତ ମାଳିପଦର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବର୍ଷଣ ହୋଇଥିବ ଜଣାପଡିଛି । ପୋଲିସର ଗୁଳି ବିନିମୟ ବେଳେ ୨ ମାଓବାଦୀ ନିହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ, ରାମଗିରି ଫାଣ୍ଡି ଠାରୁ ୧୨ କିଲୋମିଟର ଦୂରରେ ଥିବା ଏହି ଜଙ୍ଗଲରେ ମାଓବାଦୀଙ୍କ କ୍ୟାମ୍ପ ଚାଲିଥିବା ଗୁଇନ୍ଦା ସୂତ୍ରରୁ ପୋଲିସ ଜାଣିବାକୁ ପାଇଥିଲା । ପୋଲିସ ପକ୍ଷରୁ ଚଡାଉବେଳେ ଉଭୟ ପକ୍ଷରୁ ଆକ୍ରମଣ ହୋଇଥିଲା । ଘଟଣା […]

ବୈପାରୀଗୁଡା: ବୈପାରୀଗୁଡା ବ୍ଲକ ଗୁପ୍ତେଶ୍ୱର ପଂଚାୟତ ମାଳିପଦର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବର୍ଷଣ ହୋଇଥିବ ଜଣାପଡିଛି । ପୋଲିସର ଗୁଳି ବିନିମୟ ବେଳେ ୨ ମାଓବାଦୀ ନିହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ, ରାମଗିରି ଫାଣ୍ଡି ଠାରୁ ୧୨ କିଲୋମିଟର ଦୂରରେ ଥିବା ଏହି ଜଙ୍ଗଲରେ ମାଓବାଦୀଙ୍କ କ୍ୟାମ୍ପ ଚାଲିଥିବା ଗୁଇନ୍ଦା ସୂତ୍ରରୁ ପୋଲିସ ଜାଣିବାକୁ ପାଇଥିଲା । ପୋଲିସ ପକ୍ଷରୁ ଚଡାଉବେଳେ ଉଭୟ ପକ୍ଷରୁ ଆକ୍ରମଣ ହୋଇଥିଲା । ଘଟଣା ସ୍ଥଳରୁ ମାଓ ସାମଗ୍ରୀ ସହିତ କିଛି ଅବକାରୀ ପଦାର୍ଥ ଜବତ ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଦୀର୍ଘ ଦିନ ଧରି ବୈପାରୀଗୁଡାଠାରେ ମାଓବାଦୀଙ୍କ କାର୍ଯ୍ୟକଳାପ ବନ୍ଦ ରହିଥିଲା । କିନ୍ତୁ କୋରାପୁଟ ଏସପିଙ୍କ ନିର୍ଦେଶରେ ଏସଓଜି ଯବାନ ମାନେ ମାଓବାଦୀଙ୍କ ଗତିବିଧି ଉପରେ ନଜର ରଖିବା ସହ ଗତକାଲି ରାତିରେ ମାଓବାଦୀ ଓ ପୋଲିସଙ୍କ ମଧ୍ୟରେ ମୁହାଁମୁହିଁ ହେବା ଫଳରେ ଗୁଳି ବର୍ଷଣ ହୋଇଥିଲା । ଫଳରେ ନକ୍ସଲ ଛତ୍ରଭଙ୍ଗ ଦେଇଥିଲେ । ଏଥିରେ ଦୁଇ ଟପ କ୍ୟାଡର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ପୋଲିସ ତରଫରୁ ଏବେ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଛି । ବରିଷ୍ଠ ପୁଲିସ ଅଧିକାରୀ ଘଟଣାସ୍ଥଳକୁ ଯାଇଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

11 Nov 2022 By The Sakala

ମାଳିପଦର ଜଙ୍ଗଲରେ ଏସଓଜି ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ, ଦୁଇ ନକ୍ସଲ ନିହତ

ବୈପାରୀଗୁଡା: ବୈପାରୀଗୁଡା ବ୍ଲକ ଗୁପ୍ତେଶ୍ୱର ପଂଚାୟତ ମାଳିପଦର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବର୍ଷଣ ହୋଇଥିବ ଜଣାପଡିଛି । ପୋଲିସର ଗୁଳି ବିନିମୟ ବେଳେ ୨ ମାଓବାଦୀ ନିହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ, ରାମଗିରି ଫାଣ୍ଡି ଠାରୁ ୧୨ କିଲୋମିଟର ଦୂରରେ ଥିବା ଏହି ଜଙ୍ଗଲରେ ମାଓବାଦୀଙ୍କ କ୍ୟାମ୍ପ ଚାଲିଥିବା ଗୁଇନ୍ଦା ସୂତ୍ରରୁ ପୋଲିସ ଜାଣିବାକୁ ପାଇଥିଲା । ପୋଲିସ ପକ୍ଷରୁ ଚଡାଉବେଳେ ଉଭୟ ପକ୍ଷରୁ ଆକ୍ରମଣ ହୋଇଥିଲା । ଘଟଣା ସ୍ଥଳରୁ ମାଓ ସାମଗ୍ରୀ ସହିତ କିଛି ଅବକାରୀ ପଦାର୍ଥ ଜବତ ହୋଇଥିବା ସୂଚନା ମିଳିଛି ।

ଦୀର୍ଘ ଦିନ ଧରି ବୈପାରୀଗୁଡାଠାରେ ମାଓବାଦୀଙ୍କ କାର୍ଯ୍ୟକଳାପ ବନ୍ଦ ରହିଥିଲା । କିନ୍ତୁ କୋରାପୁଟ ଏସପିଙ୍କ ନିର୍ଦେଶରେ ଏସଓଜି ଯବାନ ମାନେ ମାଓବାଦୀଙ୍କ ଗତିବିଧି ଉପରେ ନଜର ରଖିବା ସହ ଗତକାଲି ରାତିରେ ମାଓବାଦୀ ଓ ପୋଲିସଙ୍କ ମଧ୍ୟରେ ମୁହାଁମୁହିଁ ହେବା ଫଳରେ ଗୁଳି ବର୍ଷଣ ହୋଇଥିଲା । ଫଳରେ ନକ୍ସଲ ଛତ୍ରଭଙ୍ଗ ଦେଇଥିଲେ । ଏଥିରେ ଦୁଇ ଟପ କ୍ୟାଡର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ପୋଲିସ ତରଫରୁ ଏବେ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଛି । ବରିଷ୍ଠ ପୁଲିସ ଅଧିକାରୀ ଘଟଣାସ୍ଥଳକୁ ଯାଇଥିବା ଜଣାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର