ଭୁବନେଶ୍ବରରେ ଅଘଟଣ, ସ୍ୱେରେଜ୍‌ କାମ ବେଳେ ଶ୍ୱାସରୁଦ୍ଧ ହୋଇ ୨ ମୃତ

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରର ଟଙ୍କପାଣି ରୋଡରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସ୍ୱେରେଜ କାମ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କର ମୃତ୍ୟୁ ହୋଇଛି। କାମ ବେଳେ ଶ୍ୱାସ ରୁଦ୍ଧ ହୋଇଯିବାରୁ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତକଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ: ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

19 Mar 2021 By The Sakala

ଭୁବନେଶ୍ବରରେ ଅଘଟଣ, ସ୍ୱେରେଜ୍‌ କାମ ବେଳେ ଶ୍ୱାସରୁଦ୍ଧ ହୋଇ ୨ ମୃତ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରର ଟଙ୍କପାଣି ରୋଡରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସ୍ୱେରେଜ କାମ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କର ମୃତ୍ୟୁ ହୋଇଛି। କାମ ବେଳେ ଶ୍ୱାସ ରୁଦ୍ଧ ହୋଇଯିବାରୁ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତକଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର