ଦୁଇ ବର୍ଷ ପରେ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

The Sakala Picture
Published On

ଭୁବନେଶ୍ୱର: ଦୁଇ ବର୍ଷ ପରେ ଆଜିଠୁ ପୁଣି ଖୋଲିଲା ଅଭିଯୋଗ ପ୍ରକୋଷ୍ଠ । ସବୁ ସରକାରୀ କାର୍ଯ୍ୟାଳୟରେ ଆଜିଠୁ ହୋଇଛି ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି । ପୂର୍ବ ପରି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କରାଯିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ପକ୍ଷରୁ ସବୁ ବିଭାଗୀୟ ମୁଖ୍ୟ, ପୋଲିସ ମହାନିର୍ଦ୍ଦେଶକ, ଜିଲ୍ଲାପାଳ ଓ ଏସପିଙ୍କୁ ଅବଗତ କରିଛନ୍ତି । ୨୦୨୦ ମାର୍ଚ୍ଚ ୧୩ ତାରିଖରୁ କରୋନା ସଂକ୍ରମଣ […]

ଭୁବନେଶ୍ୱର: ଦୁଇ ବର୍ଷ ପରେ ଆଜିଠୁ ପୁଣି ଖୋଲିଲା ଅଭିଯୋଗ ପ୍ରକୋଷ୍ଠ । ସବୁ ସରକାରୀ କାର୍ଯ୍ୟାଳୟରେ ଆଜିଠୁ ହୋଇଛି ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି । ପୂର୍ବ ପରି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କରାଯିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ପକ୍ଷରୁ ସବୁ ବିଭାଗୀୟ ମୁଖ୍ୟ, ପୋଲିସ ମହାନିର୍ଦ୍ଦେଶକ, ଜିଲ୍ଲାପାଳ ଓ ଏସପିଙ୍କୁ ଅବଗତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

୨୦୨୦ ମାର୍ଚ୍ଚ ୧୩ ତାରିଖରୁ କରୋନା ସଂକ୍ରମଣ ଦୃଷ୍ଟିରୁ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ବନ୍ଦ କରାଯାଇଥିଲା । ତେବେ ଜନଶୁଣାଣି ପୋର୍ଟାଲରେ ଅନଲାଇନରେ ଅଭିଯୋଗର ଶୁଣାଣି ହେଉଥିଲା । ଏବେ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ପାଇଁ ସାଧାରଣ ଲୋକେ କିଭଳି ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ କୃଷି ଭବନକୁ ପ୍ରବେଶ କରିବାକୁ ଅନୁମତି ପାଇବେ ସେନେଇ ଗୃହ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯିବ ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

18 Apr 2022 By The Sakala

ଦୁଇ ବର୍ଷ ପରେ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଦୁଇ ବର୍ଷ ପରେ ଆଜିଠୁ ପୁଣି ଖୋଲିଲା ଅଭିଯୋଗ ପ୍ରକୋଷ୍ଠ । ସବୁ ସରକାରୀ କାର୍ଯ୍ୟାଳୟରେ ଆଜିଠୁ ହୋଇଛି ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି । ପୂର୍ବ ପରି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କରାଯିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ପକ୍ଷରୁ ସବୁ ବିଭାଗୀୟ ମୁଖ୍ୟ, ପୋଲିସ ମହାନିର୍ଦ୍ଦେଶକ, ଜିଲ୍ଲାପାଳ ଓ ଏସପିଙ୍କୁ ଅବଗତ କରିଛନ୍ତି ।

୨୦୨୦ ମାର୍ଚ୍ଚ ୧୩ ତାରିଖରୁ କରୋନା ସଂକ୍ରମଣ ଦୃଷ୍ଟିରୁ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ବନ୍ଦ କରାଯାଇଥିଲା । ତେବେ ଜନଶୁଣାଣି ପୋର୍ଟାଲରେ ଅନଲାଇନରେ ଅଭିଯୋଗର ଶୁଣାଣି ହେଉଥିଲା । ଏବେ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ପାଇଁ ସାଧାରଣ ଲୋକେ କିଭଳି ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ କୃଷି ଭବନକୁ ପ୍ରବେଶ କରିବାକୁ ଅନୁମତି ପାଇବେ ସେନେଇ ଗୃହ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯିବ ।

https://www.thesakala.in/latest-odisha-news/two-years-later-the-chief-ministers-complaints-chamber-opened/article-10866
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର