ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ସମୟରେ ଦୁଇ ଯୁବକଙ୍କ ମୃତ୍ୟୁ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଓଡିଶା ଷ୍ଟାଫ୍ ସିଲେକ୍ସନ (OSSC) ର ଆଜି ଶାରୀରିକ ପରୀକ୍ଷା ଚାଲିଥିବାବେଳେ ପୃଥକ ପୃଥକ ସ୍ଥାନରୁ ଅଘଟଣ ଦେଖିବାକୁ ମିଳିଛି।  ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ […]

ଭୁବନେଶ୍ୱର: ଓଡିଶା ଷ୍ଟାଫ୍ ସିଲେକ୍ସନ (OSSC) ର ଆଜି ଶାରୀରିକ ପରୀକ୍ଷା ଚାଲିଥିବାବେଳେ ପୃଥକ ପୃଥକ ସ୍ଥାନରୁ ଅଘଟଣ ଦେଖିବାକୁ ମିଳିଛି।  ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି  ସମବେଦନା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଜଟଣୀ ଗଙ୍ଗପଡା ସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଏକାଧିକ ଛାତ୍ର ଆହତ

04 Mar 2025 By The Sakala

ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ସମୟରେ ଦୁଇ ଯୁବକଙ୍କ ମୃତ୍ୟୁ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ଷ୍ଟାଫ୍ ସିଲେକ୍ସନ (OSSC) ର ଆଜି ଶାରୀରିକ ପରୀକ୍ଷା ଚାଲିଥିବାବେଳେ ପୃଥକ ପୃଥକ ସ୍ଥାନରୁ ଅଘଟଣ ଦେଖିବାକୁ ମିଳିଛି।  ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି  ସମବେଦନା ଜଣାଇଛନ୍ତି।

ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର