ରାଜ୍ୟରେ UG ଓ PG ପରୀକ୍ଷା ହେବ: ୧୮ରେ ନିଆଯିବ ଚୂଡାନ୍ତ ନିଷ୍ପତ୍ତି, ଛାତ୍ରଛାତ୍ରୀମାନେ ପାଠ ପଢା ଜାରି ରଖନ୍ତୁ- ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ

The Sakala Picture
Published On

ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ସ୍ନାତକ (UG) ଓ ସ୍ନାତକୋତ୍ତର(PG ) ପରୀକ୍ଷା ହେବ । ଏନେଇ କୁଳପତି ସମ୍ମିଳନୀରେ ନିଷ୍ପତ୍ତି ହୋଇଛି । ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି । ତେବେ ଆସନ୍ତା ୧୮ ତାରିଖରେ ଏନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । କଲେଜ ଅଧ୍ୟକ୍ଷ ଓ ଛାତ୍ରଛାତ୍ରୀଙ୍କ ସହ କୁଳପତି ଆଲୋଚନା କରିବେ । ୭ଦିନ ଭିତରେ ଆଲୋଚନା କରି ଜଣାଇବେ କୁଳପତି । ଏହାପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ […]

ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ସ୍ନାତକ (UG) ଓ ସ୍ନାତକୋତ୍ତର(PG ) ପରୀକ୍ଷା ହେବ । ଏନେଇ କୁଳପତି ସମ୍ମିଳନୀରେ ନିଷ୍ପତ୍ତି ହୋଇଛି । ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି । ତେବେ ଆସନ୍ତା ୧୮ ତାରିଖରେ ଏନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । କଲେଜ ଅଧ୍ୟକ୍ଷ ଓ ଛାତ୍ରଛାତ୍ରୀଙ୍କ ସହ କୁଳପତି ଆଲୋଚନା କରିବେ । ୭ଦିନ ଭିତରେ ଆଲୋଚନା କରି ଜଣାଇବେ କୁଳପତି । ଏହାପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ସରକାର । ପିଲାମାନେ ପାଠପଢା ଜାରି ରଖନ୍ତୁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଇରଙ୍ଗପୁର ଉପଖଣ୍ଡରେ ବର୍ଷା ବିତ୍ପାତ; କାନ୍ଥ ଭୁଷୁଡି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ UG/PG ପରୀକ୍ଷା ହେବ କି ନାହିଁ ସେନେଇ ସସପେନ୍ସ ଲାଗି ରହିଥିଲା । ଏନେଇ ଆଜି ବସିଥିଲା କୁଳପତିଙ୍କ ବୈଠକ । ବିଚାରବିମର୍ଶ ପରେ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ବନ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି

ଆହୁରି ମଧ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଏହି ୭ ଦିନ ମଧ୍ୟରେ ବିଭିନ୍ନ କୂଳପତିମାନେ ବିଭିନ୍ନ କଲେଜର ପ୍ରିନ୍ସିପାଲ ଓ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ।ଏହାପରେ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇ ଚୁଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲ୍ୟାବ୍ ଟେକ୍ନିସିଆନଙ୍କ ସନ୍ଦେହଜନକ ମୃତ୍ୟୁ, ପକେଟରୁ ମିଳିଲା ଇଞ୍ଜେକ୍ସନ

12 Jun 2021 By The Sakala

ରାଜ୍ୟରେ UG ଓ PG ପରୀକ୍ଷା ହେବ: ୧୮ରେ ନିଆଯିବ ଚୂଡାନ୍ତ ନିଷ୍ପତ୍ତି, ଛାତ୍ରଛାତ୍ରୀମାନେ ପାଠ ପଢା ଜାରି ରଖନ୍ତୁ- ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ

ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ସ୍ନାତକ (UG) ଓ ସ୍ନାତକୋତ୍ତର(PG ) ପରୀକ୍ଷା ହେବ । ଏନେଇ କୁଳପତି ସମ୍ମିଳନୀରେ ନିଷ୍ପତ୍ତି ହୋଇଛି । ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି । ତେବେ ଆସନ୍ତା ୧୮ ତାରିଖରେ ଏନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । କଲେଜ ଅଧ୍ୟକ୍ଷ ଓ ଛାତ୍ରଛାତ୍ରୀଙ୍କ ସହ କୁଳପତି ଆଲୋଚନା କରିବେ । ୭ଦିନ ଭିତରେ ଆଲୋଚନା କରି ଜଣାଇବେ କୁଳପତି । ଏହାପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ସରକାର । ପିଲାମାନେ ପାଠପଢା ଜାରି ରଖନ୍ତୁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ UG/PG ପରୀକ୍ଷା ହେବ କି ନାହିଁ ସେନେଇ ସସପେନ୍ସ ଲାଗି ରହିଥିଲା । ଏନେଇ ଆଜି ବସିଥିଲା କୁଳପତିଙ୍କ ବୈଠକ । ବିଚାରବିମର୍ଶ ପରେ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି ।

ଆହୁରି ମଧ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଏହି ୭ ଦିନ ମଧ୍ୟରେ ବିଭିନ୍ନ କୂଳପତିମାନେ ବିଭିନ୍ନ କଲେଜର ପ୍ରିନ୍ସିପାଲ ଓ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ।ଏହାପରେ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇ ଚୁଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର