ଜୁନ୍‌‌ ୧୬ରେ ନେଟ୍‌‌ ପରୀକ୍ଷା

The Sakala Picture
Published On

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ନେଟ୍‌‌ ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ଆସନ୍ତା ମେ ୧୦ ତାରିଖ ପର୍ଯ୍ୟନ୍ତ ଏଥିନିମନ୍ତେ ଆବେଦନ କରାଯାଇ ପାରିବ। ଜୁନ୍‌‌ ୧୬ ତାରିଖରେ ନେଟ୍‌‌ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପରୀକ୍ଷା ସଞ୍ଚାଳନ କରୁଥିବା ନ୍ୟାସନାଲ୍‌‌ ଟେଷ୍ଟିଂ ଏଜେନ୍ସି(ଏନ୍‌‌ଟିଏ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀମାନେ ଅନ୍‌‌ଲାଇନ୍‌‌ରେ https://ugcnet.nta.ac.in/ ୱେବ୍‌‌ସାଇଟ୍‌‌ରେ ଆବେଦନ କରିବେ। ନେଟ୍‌‌ରେ ଉର୍ତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଜୁନିଅର ରିସର୍ଚ୍ଚ ଫେଲୋସିପ (ଜେଆର୍‌‌ଏଫ୍‌‌) ପାଇବାକୁ […]

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ନେଟ୍‌‌ ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ଆସନ୍ତା ମେ ୧୦ ତାରିଖ ପର୍ଯ୍ୟନ୍ତ ଏଥିନିମନ୍ତେ ଆବେଦନ କରାଯାଇ ପାରିବ। ଜୁନ୍‌‌ ୧୬ ତାରିଖରେ ନେଟ୍‌‌ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପରୀକ୍ଷା ସଞ୍ଚାଳନ କରୁଥିବା ନ୍ୟାସନାଲ୍‌‌ ଟେଷ୍ଟିଂ ଏଜେନ୍ସି(ଏନ୍‌‌ଟିଏ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀମାନେ ଅନ୍‌‌ଲାଇନ୍‌‌ରେ https://ugcnet.nta.ac.in/ ୱେବ୍‌‌ସାଇଟ୍‌‌ରେ ଆବେଦନ କରିବେ। ନେଟ୍‌‌ରେ ଉର୍ତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଜୁନିଅର ରିସର୍ଚ୍ଚ ଫେଲୋସିପ (ଜେଆର୍‌‌ଏଫ୍‌‌) ପାଇବାକୁ ଯୋଗ୍ୟ ବିବେଚିତ ହେବେ। ଏହାସହ ପ୍ରଥମଥର ପାଇଁ ନେଟ୍‌‌ ପରୀକ୍ଷା ମାଧ୍ୟମରେ ପିଏଚ୍‌‌ଡି ପଢ଼଼ିବାକୁ ମଧ୍ୟ ଛାତ୍ରଛାତ୍ରୀମାନେ ଯୋଗ୍ୟତା ଅର୍ଜନ କରିବେ। ସମୁଦାୟ ୮୩ ଟି ବିଷୟରେ ପିଏଚ୍‌‌ଡି କରିବା ନିମନ୍ତେ ଏହି ପରୀକ୍ଷା ମାଧ୍ୟମରେ ଛାତ୍ରଛାତ୍ରୀମାନେ ସୁଯୋଗ ପାଇବେ। ପୂର୍ବରୁ ଏହି ପରୀକ୍ଷା ଅନ୍‌‌ଲାଇନ୍‌‌ରେ କରାଯାଉଥିବାବେଳେ ଚଳିତ ଥର ଏହା ଅଫ୍‌‌ଲାଇନ୍‌‌ ବା କାଗଜ କଲମରେ ହେବ ବୋଲି ଏନ୍‌‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ନବୀନଙ୍କ ନେତୃତ୍ୱକୁ ବ୍ୟାଡ୍‌ମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କ ପ୍ରଶଂସା

22 Apr 2024 By The Sakala

ଜୁନ୍‌‌ ୧୬ରେ ନେଟ୍‌‌ ପରୀକ୍ଷା

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ନେଟ୍‌‌ ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ଆସନ୍ତା ମେ ୧୦ ତାରିଖ ପର୍ଯ୍ୟନ୍ତ ଏଥିନିମନ୍ତେ ଆବେଦନ କରାଯାଇ ପାରିବ। ଜୁନ୍‌‌ ୧୬ ତାରିଖରେ ନେଟ୍‌‌ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପରୀକ୍ଷା ସଞ୍ଚାଳନ କରୁଥିବା ନ୍ୟାସନାଲ୍‌‌ ଟେଷ୍ଟିଂ ଏଜେନ୍ସି(ଏନ୍‌‌ଟିଏ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀମାନେ ଅନ୍‌‌ଲାଇନ୍‌‌ରେ https://ugcnet.nta.ac.in/ ୱେବ୍‌‌ସାଇଟ୍‌‌ରେ ଆବେଦନ କରିବେ। ନେଟ୍‌‌ରେ ଉର୍ତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଜୁନିଅର ରିସର୍ଚ୍ଚ ଫେଲୋସିପ (ଜେଆର୍‌‌ଏଫ୍‌‌) ପାଇବାକୁ ଯୋଗ୍ୟ ବିବେଚିତ ହେବେ। ଏହାସହ ପ୍ରଥମଥର ପାଇଁ ନେଟ୍‌‌ ପରୀକ୍ଷା ମାଧ୍ୟମରେ ପିଏଚ୍‌‌ଡି ପଢ଼଼ିବାକୁ ମଧ୍ୟ ଛାତ୍ରଛାତ୍ରୀମାନେ ଯୋଗ୍ୟତା ଅର୍ଜନ କରିବେ। ସମୁଦାୟ ୮୩ ଟି ବିଷୟରେ ପିଏଚ୍‌‌ଡି କରିବା ନିମନ୍ତେ ଏହି ପରୀକ୍ଷା ମାଧ୍ୟମରେ ଛାତ୍ରଛାତ୍ରୀମାନେ ସୁଯୋଗ ପାଇବେ। ପୂର୍ବରୁ ଏହି ପରୀକ୍ଷା ଅନ୍‌‌ଲାଇନ୍‌‌ରେ କରାଯାଉଥିବାବେଳେ ଚଳିତ ଥର ଏହା ଅଫ୍‌‌ଲାଇନ୍‌‌ ବା କାଗଜ କଲମରେ ହେବ ବୋଲି ଏନ୍‌‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର