ସକାଳୁ ଅସହ୍ୟ ତାତି: ୮ ଟା ୩୦ ସୁଦ୍ଧା ୩୭ ଡିଗ୍ରୀ ଟପିଲା ତାତି

The Sakala Picture
Published On

ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମା ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାପମାତ୍ରା ୩୭ ଡିଗ୍ରୀ ଟପିଲାଣି। ୩୭.୨ ଡିଗ୍ରୀ ସହ ତାଳଚେର ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭବାନୀପାଟଣାରେ ୩୬.୨, ବଲାଙ୍ଗୀର ୩୫.୪, […]

ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମା ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାପମାତ୍ରା ୩୭ ଡିଗ୍ରୀ ଟପିଲାଣି। ୩୭.୨ ଡିଗ୍ରୀ ସହ ତାଳଚେର ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭବାନୀପାଟଣାରେ ୩୬.୨, ବଲାଙ୍ଗୀର ୩୫.୪, ମାଲକାନଗିରି ୩୫ , ଝାରସୁଗୁଡା ୩୪.୮ , ବାଲେଶ୍ଵର ୩୪.୬, ରାଉରକେଲା ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସିଭିୟର ହିଟଓ୍ବେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଏବଂ ଶୁକ୍ରବାର ପାଇଁ  ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ଟ୍ରଲର ବୁଡ଼ି ୯ ମତ୍ସ୍ୟଜୀବୀଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

02 May 2024 By The Sakala

ସକାଳୁ ଅସହ୍ୟ ତାତି: ୮ ଟା ୩୦ ସୁଦ୍ଧା ୩୭ ଡିଗ୍ରୀ ଟପିଲା ତାତି

ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମା ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାପମାତ୍ରା ୩୭ ଡିଗ୍ରୀ ଟପିଲାଣି। ୩୭.୨ ଡିଗ୍ରୀ ସହ ତାଳଚେର ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭବାନୀପାଟଣାରେ ୩୬.୨, ବଲାଙ୍ଗୀର ୩୫.୪, ମାଲକାନଗିରି ୩୫ , ଝାରସୁଗୁଡା ୩୪.୮ , ବାଲେଶ୍ଵର ୩୪.୬, ରାଉରକେଲା ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସିଭିୟର ହିଟଓ୍ବେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଏବଂ ଶୁକ୍ରବାର ପାଇଁ  ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର