ପୁରୀ ରେଳ ଷ୍ଟେସନଠାରେ ନିର୍ମାଣାଧୀନ ଛାତ ଭୁଶୁଡି ୩ ଶ୍ରମିକ ଆହତ

The Sakala Picture
Published On

ପୁରୀ: ପୁରୀ ରେଳ ଷ୍ଟେସନରେ ଅଘଟଣ । ଭୁଶୁଡ଼ିଲା ପୁରୀ ରେଳଷ୍ଟେସନରେ ନିର୍ମାଣାଧୀନ ଛାତ । ଦୁର୍ଘଟଣାରେ ତିନି ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ପୁରୀରେ ବିଶ୍ୱସ୍ତରୀୟ ରେଳ ଷ୍ଟେସନ ପାଇଁ କାମ ଚାଲିଥିବା ବେଳେ ଅଘଟଣ । କିଛି ଶ୍ରମିକ ଚାପି ହୋଇ ରହିଥିବା ଆଶଙ୍କା । ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି । ନିର୍ମାଣାଧୀନ କୋଠାରେ ୪ ଜଣ ଶ୍ରମିକ କାମ କରୁଥିବାବେଳେ ୩ ଜଣଙ୍କୁ ଆହତ ଅବସ୍ଥାରେ […]

ପୁରୀ: ପୁରୀ ରେଳ ଷ୍ଟେସନରେ ଅଘଟଣ । ଭୁଶୁଡ଼ିଲା ପୁରୀ ରେଳଷ୍ଟେସନରେ ନିର୍ମାଣାଧୀନ ଛାତ । ଦୁର୍ଘଟଣାରେ ତିନି ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ପୁରୀରେ ବିଶ୍ୱସ୍ତରୀୟ ରେଳ ଷ୍ଟେସନ ପାଇଁ କାମ ଚାଲିଥିବା ବେଳେ ଅଘଟଣ । କିଛି ଶ୍ରମିକ ଚାପି ହୋଇ ରହିଥିବା ଆଶଙ୍କା । ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି । ନିର୍ମାଣାଧୀନ କୋଠାରେ ୪ ଜଣ ଶ୍ରମିକ କାମ କରୁଥିବାବେଳେ ୩ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି।

ଆହୁରି ପଢ଼ନ୍ତୁ: ମହାକାଳପଡ଼ା BDO ଓ IICଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଲୋୟର ପିଏମଜିରେ ଆମରଣ ଅନଶନରେ ବସିଲେ ଚାମେଲୀ ଓଝା

ସୂଚନା ଅନୁସାରେ, ରେଳ ଷ୍ଟେସନରେ ଚାଲିଥିବା ନିର୍ମାଣାଧୀନ କୋଠାର ସେଣ୍ଟ୍ରିଂ ଭୁଶୁଡି ପଡିଛି । ଯାହାଫଳରେ କି ସେହି ସମୟରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ ତିନି ଜଣ ଗୁରୁତର ହୋଇଛନ୍ତି । ଏହି ଅଘଟଣ ପରେ ତୁରନ୍ତ ଉଦ୍ଧାରକାରୀ ଦଳକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ , ଜିଆର୍‌ପି ଏବଂ ଆରପିଏଫ୍‌ ବାହିନୀ ମୁତୟନ ରହିଛନ୍ତି । ଏବେ କିଛି ଶ୍ରମିକ ଫସିରହିଥିବା ଆଶଙ୍କା କରାଯାଉଛି ।

ଆହୁରି ପଢ଼ନ୍ତୁ: ପୁରୀ ରଥଯାତ୍ରା: ଆସନ୍ତାକାଲି ଅପରାହ୍ନ ୪ଟାରୁ ଆରମ୍ଭ ହେବ ରଥଟଣା, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଜାରି

28 Apr 2024 By The Sakala

ପୁରୀ ରେଳ ଷ୍ଟେସନଠାରେ ନିର୍ମାଣାଧୀନ ଛାତ ଭୁଶୁଡି ୩ ଶ୍ରମିକ ଆହତ

ପୁରୀ: ପୁରୀ ରେଳ ଷ୍ଟେସନରେ ଅଘଟଣ । ଭୁଶୁଡ଼ିଲା ପୁରୀ ରେଳଷ୍ଟେସନରେ ନିର୍ମାଣାଧୀନ ଛାତ । ଦୁର୍ଘଟଣାରେ ତିନି ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ପୁରୀରେ ବିଶ୍ୱସ୍ତରୀୟ ରେଳ ଷ୍ଟେସନ ପାଇଁ କାମ ଚାଲିଥିବା ବେଳେ ଅଘଟଣ । କିଛି ଶ୍ରମିକ ଚାପି ହୋଇ ରହିଥିବା ଆଶଙ୍କା । ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି । ନିର୍ମାଣାଧୀନ କୋଠାରେ ୪ ଜଣ ଶ୍ରମିକ କାମ କରୁଥିବାବେଳେ ୩ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି।

ସୂଚନା ଅନୁସାରେ, ରେଳ ଷ୍ଟେସନରେ ଚାଲିଥିବା ନିର୍ମାଣାଧୀନ କୋଠାର ସେଣ୍ଟ୍ରିଂ ଭୁଶୁଡି ପଡିଛି । ଯାହାଫଳରେ କି ସେହି ସମୟରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ ତିନି ଜଣ ଗୁରୁତର ହୋଇଛନ୍ତି । ଏହି ଅଘଟଣ ପରେ ତୁରନ୍ତ ଉଦ୍ଧାରକାରୀ ଦଳକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ , ଜିଆର୍‌ପି ଏବଂ ଆରପିଏଫ୍‌ ବାହିନୀ ମୁତୟନ ରହିଛନ୍ତି । ଏବେ କିଛି ଶ୍ରମିକ ଫସିରହିଥିବା ଆଶଙ୍କା କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର