ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁନିୟନ ବ୍ୟାଙ୍କ ସିଇଓ ମଣିମେଖାଲାଇ

The Sakala Picture
Published On

ଭୁବନେଶ୍ବର: ୟୁନିୟନ ବ୍ୟାଙ୍କ ଏମଡି ତଥା ସିଇଓ ଏ. ମଣିମେଖାଲାଇ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଗରିବ ଓ ଅତି ଗରିବଙ୍କ ଆର୍ଥିକ ସ୍ଥିତିକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଚାଷୀ ଏବଂ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଆର୍ଥିକ ସହାୟତା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମନିମେଖାଲାଇଙ୍କୁ କହିଥିଲେ । ଏହାକୁ ସେ ଗ୍ରହଣ କରିବା ସହ ଚାଷୀ ଓ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ […]

ଭୁବନେଶ୍ବର: ୟୁନିୟନ ବ୍ୟାଙ୍କ ଏମଡି ତଥା ସିଇଓ ଏ. ମଣିମେଖାଲାଇ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଗରିବ ଓ ଅତି ଗରିବଙ୍କ ଆର୍ଥିକ ସ୍ଥିତିକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଚାଷୀ ଏବଂ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଆର୍ଥିକ ସହାୟତା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମନିମେଖାଲାଇଙ୍କୁ କହିଥିଲେ । ଏହାକୁ ସେ ଗ୍ରହଣ କରିବା ସହ ଚାଷୀ ଓ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପାଇଁ ବ୍ୟାଙ୍କର ଆଉଟରିଚ୍ କାର୍ୟ୍ୟକ୍ରମ ବଢାଇବେ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ମନିମେଖାଲାଇ ଭେଟ ସମୟରେ ୫ଟି ସଚିବ ଭିକେ ପାଣ୍ଡିଆନ ଏବଂ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

04 Aug 2022 By The Sakala

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁନିୟନ ବ୍ୟାଙ୍କ ସିଇଓ ମଣିମେଖାଲାଇ

ଭୁବନେଶ୍ବର: ୟୁନିୟନ ବ୍ୟାଙ୍କ ଏମଡି ତଥା ସିଇଓ ଏ. ମଣିମେଖାଲାଇ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଗରିବ ଓ ଅତି ଗରିବଙ୍କ ଆର୍ଥିକ ସ୍ଥିତିକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଚାଷୀ ଏବଂ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଆର୍ଥିକ ସହାୟତା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମନିମେଖାଲାଇଙ୍କୁ କହିଥିଲେ । ଏହାକୁ ସେ ଗ୍ରହଣ କରିବା ସହ ଚାଷୀ ଓ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପାଇଁ ବ୍ୟାଙ୍କର ଆଉଟରିଚ୍ କାର୍ୟ୍ୟକ୍ରମ ବଢାଇବେ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ମନିମେଖାଲାଇ ଭେଟ ସମୟରେ ୫ଟି ସଚିବ ଭିକେ ପାଣ୍ଡିଆନ ଏବଂ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର