ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଏବଂ ମାଓ ଦମନକୁ ନେଇ ଓଡ଼ିଶାକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

The Sakala Picture
Published On

ଭୁବନେଶ୍ବର: ନକ୍ସଲ ଦମନ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ଓଡ଼ିଶା ସରକାରଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ କହିଛନ୍ତି ଯେ, ପୂର୍ବାଞ୍ଚଳର ବିକାଶ ଉପରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଆସୁଛନ୍ତି । ୨୦୧୫ରୁ ୨୦୧୯ ମଧ୍ୟରେ ମାଓବାଦୀ ହିଂସା ୩୦ ପ୍ରତିଶତ ହ୍ରାସ ପାଇଛି । ନକ୍ସଲ ବିରୋଧୀ ଅଭିଯାନରେ ସଫଳତା ପାଇଁ ହ୍ରାସ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ। ଆଜି ଲୋକସେବା ଭବନରେ ଆୟୋଜିତ […]

ଭୁବନେଶ୍ବର: ନକ୍ସଲ ଦମନ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ଓଡ଼ିଶା ସରକାରଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ କହିଛନ୍ତି ଯେ, ପୂର୍ବାଞ୍ଚଳର ବିକାଶ ଉପରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଆସୁଛନ୍ତି । ୨୦୧୫ରୁ ୨୦୧୯ ମଧ୍ୟରେ ମାଓବାଦୀ ହିଂସା ୩୦ ପ୍ରତିଶତ ହ୍ରାସ ପାଇଛି । ନକ୍ସଲ ବିରୋଧୀ ଅଭିଯାନରେ ସଫଳତା ପାଇଁ ହ୍ରାସ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ। ଆଜି ଲୋକସେବା ଭବନରେ ଆୟୋଜିତ ଏନଏଚ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅମିତ ଶାହ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଥିଲେ ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ରୋଲ ମଡେଲ ପାଲଟିଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି । ନୂଆ ନୂଆ ପଦକ୍ଷେପ ଯୋଗୁଁ ବାତ୍ୟାର ମୁକାବିଲା କରି ଧନଜୀବନ ସୁରକ୍ଷିତ କରିବାରେ ସଫଳ ହୋଇଛି ନବୀନ ସରକାର । ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର କାମ ପ୍ରଶଂସନୀୟ ବୋଲି କହିଛନ୍ତି ଅମିତ ଶାହ କହିଛନ୍ତି।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

05 Aug 2023 By The Sakala

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଏବଂ ମାଓ ଦମନକୁ ନେଇ ଓଡ଼ିଶାକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର: ନକ୍ସଲ ଦମନ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ଓଡ଼ିଶା ସରକାରଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ କହିଛନ୍ତି ଯେ, ପୂର୍ବାଞ୍ଚଳର ବିକାଶ ଉପରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଆସୁଛନ୍ତି । ୨୦୧୫ରୁ ୨୦୧୯ ମଧ୍ୟରେ ମାଓବାଦୀ ହିଂସା ୩୦ ପ୍ରତିଶତ ହ୍ରାସ ପାଇଛି । ନକ୍ସଲ ବିରୋଧୀ ଅଭିଯାନରେ ସଫଳତା ପାଇଁ ହ୍ରାସ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ। ଆଜି ଲୋକସେବା ଭବନରେ ଆୟୋଜିତ ଏନଏଚ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅମିତ ଶାହ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଥିଲେ ।

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ରୋଲ ମଡେଲ ପାଲଟିଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି । ନୂଆ ନୂଆ ପଦକ୍ଷେପ ଯୋଗୁଁ ବାତ୍ୟାର ମୁକାବିଲା କରି ଧନଜୀବନ ସୁରକ୍ଷିତ କରିବାରେ ସଫଳ ହୋଇଛି ନବୀନ ସରକାର । ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର କାମ ପ୍ରଶଂସନୀୟ ବୋଲି କହିଛନ୍ତି ଅମିତ ଶାହ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର