ସୁରକ୍ଷା ବଳୟ ଭାଙ୍ଗି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚିଲା ଗାଡ଼ି

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ସୁରକ୍ଷା କରିଡର ମଧ୍ୟରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ | ସୁରକ୍ଷା ବଳୟ ଭାଙ୍ଗି ଆଜି ଏକ ଗାଡ଼ି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି । ସମ୍ପୃକ୍ତ ଗାଡ଼ିରେ କେହି ଜଣେ ଅଧିକାରୀ ତାଙ୍କ ପରିବାରକୁ ନେଇ ଆସିଥିବା ବେଳେ 75ମିଟର କରିଡର ମଧ୍ୟରେ ଗାଡି ପାର୍କିଂ କରି ଦର୍ଶନ କରି ଫେରିଛନ୍ତି । ଶ୍ରୀମନ୍ଦିର ସମ୍ମୁଖରେ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀ ଏହା ଦେଖି ମଧ୍ୟ […]

ପୁରୀ: ଶ୍ରୀମନ୍ଦିର ସୁରକ୍ଷା କରିଡର ମଧ୍ୟରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ | ସୁରକ୍ଷା ବଳୟ ଭାଙ୍ଗି ଆଜି ଏକ ଗାଡ଼ି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି । ସମ୍ପୃକ୍ତ ଗାଡ଼ିରେ କେହି ଜଣେ ଅଧିକାରୀ ତାଙ୍କ ପରିବାରକୁ ନେଇ ଆସିଥିବା ବେଳେ 75ମିଟର କରିଡର ମଧ୍ୟରେ ଗାଡି ପାର୍କିଂ କରି ଦର୍ଶନ କରି ଫେରିଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

ଶ୍ରୀମନ୍ଦିର ସମ୍ମୁଖରେ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀ ଏହା ଦେଖି ମଧ୍ୟ ଅଣଦେଖା କରିଥିବା ଅଭିଯୋଗ ହୋଇଛି । ଅରୁଣ ସ୍ତମ୍ଭ ନିକଟକୁ ଭିଆଇପି ଓ ଭିଭିଆଇପି ଗାଡି ଆସୁ ନଥିବା ବେଳେ ଏହି ଗାଡିଟି କିଭଳି ପହଞ୍ଚିଲା ତାହାର ତଦନ୍ତ ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି । ଘଟଣାରେ ଏସପି କେ.ଵିଶାଲ ସିଂହ କହିଛନ୍ତି କେଉଁ ପରିସ୍ଥିତିରେ ଗାଡିଟି ଗଲା,ସୁରକ୍ଷା ଜୋନ କଟକଣା ଉଲ୍ଲଘଂନ ହୋଇଛି କି ନାହିଁ ତାର ତଦନ୍ତ ହେବ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

22 Jun 2021 By The Sakala

ସୁରକ୍ଷା ବଳୟ ଭାଙ୍ଗି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚିଲା ଗାଡ଼ି

ପୁରୀ: ଶ୍ରୀମନ୍ଦିର ସୁରକ୍ଷା କରିଡର ମଧ୍ୟରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ | ସୁରକ୍ଷା ବଳୟ ଭାଙ୍ଗି ଆଜି ଏକ ଗାଡ଼ି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି । ସମ୍ପୃକ୍ତ ଗାଡ଼ିରେ କେହି ଜଣେ ଅଧିକାରୀ ତାଙ୍କ ପରିବାରକୁ ନେଇ ଆସିଥିବା ବେଳେ 75ମିଟର କରିଡର ମଧ୍ୟରେ ଗାଡି ପାର୍କିଂ କରି ଦର୍ଶନ କରି ଫେରିଛନ୍ତି ।

ଶ୍ରୀମନ୍ଦିର ସମ୍ମୁଖରେ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀ ଏହା ଦେଖି ମଧ୍ୟ ଅଣଦେଖା କରିଥିବା ଅଭିଯୋଗ ହୋଇଛି । ଅରୁଣ ସ୍ତମ୍ଭ ନିକଟକୁ ଭିଆଇପି ଓ ଭିଭିଆଇପି ଗାଡି ଆସୁ ନଥିବା ବେଳେ ଏହି ଗାଡିଟି କିଭଳି ପହଞ୍ଚିଲା ତାହାର ତଦନ୍ତ ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି । ଘଟଣାରେ ଏସପି କେ.ଵିଶାଲ ସିଂହ କହିଛନ୍ତି କେଉଁ ପରିସ୍ଥିତିରେ ଗାଡିଟି ଗଲା,ସୁରକ୍ଷା ଜୋନ କଟକଣା ଉଲ୍ଲଘଂନ ହୋଇଛି କି ନାହିଁ ତାର ତଦନ୍ତ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର