ରାଜ୍ୟରେ ୧୧ ଜିଲ୍ଲାରେ ଟିକାକରଣ ବନ୍ଦ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ୧୧ ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ । କେନ୍ଦ୍ର ଆବଶ୍ୟକୀୟ ଟିକା ଦେଉନଥିବାରୁ ଦିନକୁ ଦିନ ଜଟିଳ ହେଉଛି ଟିକା ସଂକଟ । ଆଜି ବଲାଙ୍ଗିର, ବାଲେଶ୍ୱର, ଦେବଗଡ଼, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡ଼ାରେ ବନ୍ଦ ରହିଛି ଟିକାକରଣ । ସେହିଭଳି କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର ଓ ନୂଆପଡ଼ାରେ ବନ୍ଦ ରହିବ ଟିକାକରଣ । ଆସନ୍ତା ୧୫ରେ କେନ୍ଦ୍ର ସରକାର କୋଭିସିଲଡ ଟିକା ପଠାଇବେ । ତେଣୁ ସେ ପର୍ଯ୍ୟନ୍ତ ରାଜ୍ୟରେ ଟିକାକରଣ ବାଧାପ୍ରାପ୍ତ […]

ଭୁବନେଶ୍ୱର: ରାଜ୍ୟର ୧୧ ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ । କେନ୍ଦ୍ର ଆବଶ୍ୟକୀୟ ଟିକା ଦେଉନଥିବାରୁ ଦିନକୁ ଦିନ ଜଟିଳ ହେଉଛି ଟିକା ସଂକଟ । ଆଜି ବଲାଙ୍ଗିର, ବାଲେଶ୍ୱର, ଦେବଗଡ଼, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡ଼ାରେ ବନ୍ଦ ରହିଛି ଟିକାକରଣ । ସେହିଭଳି କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର ଓ ନୂଆପଡ଼ାରେ ବନ୍ଦ ରହିବ ଟିକାକରଣ । ଆସନ୍ତା ୧୫ରେ କେନ୍ଦ୍ର ସରକାର କୋଭିସିଲଡ ଟିକା ପଠାଇବେ । ତେଣୁ ସେ ପର୍ଯ୍ୟନ୍ତ ରାଜ୍ୟରେ ଟିକାକରଣ ବାଧାପ୍ରାପ୍ତ ହେବ । ୧୫ ତାରିଖ ପରେ ଟିକାକରଣରେ ସାମିଲ ହେବେ ଗର୍ଭବତୀ । ଏନେଇ ସ୍ୱତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିଛି ସ୍ୱାସ୍ଥ୍ୟ ବିଭାଗ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

14 Jul 2021 By The Sakala

ରାଜ୍ୟରେ ୧୧ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟର ୧୧ ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ । କେନ୍ଦ୍ର ଆବଶ୍ୟକୀୟ ଟିକା ଦେଉନଥିବାରୁ ଦିନକୁ ଦିନ ଜଟିଳ ହେଉଛି ଟିକା ସଂକଟ । ଆଜି ବଲାଙ୍ଗିର, ବାଲେଶ୍ୱର, ଦେବଗଡ଼, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡ଼ାରେ ବନ୍ଦ ରହିଛି ଟିକାକରଣ । ସେହିଭଳି କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର ଓ ନୂଆପଡ଼ାରେ ବନ୍ଦ ରହିବ ଟିକାକରଣ । ଆସନ୍ତା ୧୫ରେ କେନ୍ଦ୍ର ସରକାର କୋଭିସିଲଡ ଟିକା ପଠାଇବେ । ତେଣୁ ସେ ପର୍ଯ୍ୟନ୍ତ ରାଜ୍ୟରେ ଟିକାକରଣ ବାଧାପ୍ରାପ୍ତ ହେବ । ୧୫ ତାରିଖ ପରେ ଟିକାକରଣରେ ସାମିଲ ହେବେ ଗର୍ଭବତୀ । ଏନେଇ ସ୍ୱତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିଛି ସ୍ୱାସ୍ଥ୍ୟ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର