ଅନୁଭବଙ୍କୁ ଝଟକା : ଶ୍ୱଶୁର ଘର ଛାଡ଼ିବେନି ବର୍ଷା, ଏସଡିଜେଏମଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଲେ କଟକ ଜିଲ୍ଲା ଜଜ୍

The Sakala Picture
Published On

କଟକ : ଅନୁଭବ-ବର୍ଷା ପରିବାରିକ ବିବାଦ ମାମଲାରେ ଅନୁଭବଙ୍କୁ ଝଟକା । ବର୍ଷା ଛାଡିବେନି ଅନୁଭବଙ୍କ ଘର। ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ପାଇଁ ଏସଡିଜେଏମ କୋର୍ଟ ଦେଇଥିବା ନିର୍ଦେଶ ଉପରେ ଆଜି ଅନ୍ତରୀଣ ରୋକ ଲଗାଇଛନ୍ତି କଟକ ଜିଲ୍ଲା ଜଜ୍। ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ତାରିଖ ଧାର୍ଯ୍ୟ ହୋଇଛି । ବର୍ଷାଙ୍କ ପକ୍ଷରୁ ହୋଇଥିବା ଆବେଦନକୁ ଗ୍ରହଣ କରି ଏହି ନିର୍ଦ୍ଦେଶ ଦେଇଛନ୍ତି କଟକ ଜିଲ୍ଲା କୋର୍ଟ […]

କଟକ : ଅନୁଭବ-ବର୍ଷା ପରିବାରିକ ବିବାଦ ମାମଲାରେ ଅନୁଭବଙ୍କୁ ଝଟକା । ବର୍ଷା ଛାଡିବେନି ଅନୁଭବଙ୍କ ଘର। ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ପାଇଁ ଏସଡିଜେଏମ କୋର୍ଟ ଦେଇଥିବା ନିର୍ଦେଶ ଉପରେ ଆଜି ଅନ୍ତରୀଣ ରୋକ ଲଗାଇଛନ୍ତି କଟକ ଜିଲ୍ଲା ଜଜ୍। ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ତାରିଖ ଧାର୍ଯ୍ୟ ହୋଇଛି । ବର୍ଷାଙ୍କ ପକ୍ଷରୁ ହୋଇଥିବା ଆବେଦନକୁ ଗ୍ରହଣ କରି ଏହି ନିର୍ଦ୍ଦେଶ ଦେଇଛନ୍ତି କଟକ ଜିଲ୍ଲା କୋର୍ଟ ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ଜୁନ୍‌ ୨ ତାରିଖରେ ଏସଡିଜେଏମ କୋର୍ଟ ତାଙ୍କ ରାୟରେ ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡି  ଅନ୍ୟତ୍ର ରହିବାକୁ ର୍ଦ୍ଦେଶ ଦେଇଥିଲ। ସେହି ସମୟରେ ଘରଭଡା ବାବଦରେ ଅନୁଭବ ବର୍ଷାଙ୍କୁ ମାସିକ ୩୦ ହଜାର ଟଙ୍କା ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। କୋର୍ଟଙ୍କ ନିର୍ଦେଶ ଅନୁସାରେ ଅନୁଭବ ମଧ୍ୟ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିସାରିଥିଲେ। ତେବେ ଏସଡିଜେଏମ କୋର୍ଟଙ୍କ ଏହି ରାୟ ଉପରେ ରୋକ ଲଗାଇବାପାଇଁ ବର୍ଷା ଜିଲ୍ଲା ଜଜ କୋର୍ଟରେ ଆବେଦନ କରିଥିଲେ । କଟକ ଜିଲ୍ଲା ଜଜ୍‌ ଆଜି ସେହି ମାମଲାର ଣୁଣାଣି କରି ଏସଡିଜେଏମ କୋର୍ଟଙ୍କ ରାୟ ଉପରେ ଅନ୍ତରୀଣ ରୋକ୍‌ ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

21 Jun 2022 By The Sakala

ଅନୁଭବଙ୍କୁ ଝଟକା : ଶ୍ୱଶୁର ଘର ଛାଡ଼ିବେନି ବର୍ଷା, ଏସଡିଜେଏମଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଲେ କଟକ ଜିଲ୍ଲା ଜଜ୍

କଟକ : ଅନୁଭବ-ବର୍ଷା ପରିବାରିକ ବିବାଦ ମାମଲାରେ ଅନୁଭବଙ୍କୁ ଝଟକା । ବର୍ଷା ଛାଡିବେନି ଅନୁଭବଙ୍କ ଘର। ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ପାଇଁ ଏସଡିଜେଏମ କୋର୍ଟ ଦେଇଥିବା ନିର୍ଦେଶ ଉପରେ ଆଜି ଅନ୍ତରୀଣ ରୋକ ଲଗାଇଛନ୍ତି କଟକ ଜିଲ୍ଲା ଜଜ୍। ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ତାରିଖ ଧାର୍ଯ୍ୟ ହୋଇଛି । ବର୍ଷାଙ୍କ ପକ୍ଷରୁ ହୋଇଥିବା ଆବେଦନକୁ ଗ୍ରହଣ କରି ଏହି ନିର୍ଦ୍ଦେଶ ଦେଇଛନ୍ତି କଟକ ଜିଲ୍ଲା କୋର୍ଟ ।

ଜୁନ୍‌ ୨ ତାରିଖରେ ଏସଡିଜେଏମ କୋର୍ଟ ତାଙ୍କ ରାୟରେ ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡି  ଅନ୍ୟତ୍ର ରହିବାକୁ ର୍ଦ୍ଦେଶ ଦେଇଥିଲ। ସେହି ସମୟରେ ଘରଭଡା ବାବଦରେ ଅନୁଭବ ବର୍ଷାଙ୍କୁ ମାସିକ ୩୦ ହଜାର ଟଙ୍କା ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। କୋର୍ଟଙ୍କ ନିର୍ଦେଶ ଅନୁସାରେ ଅନୁଭବ ମଧ୍ୟ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିସାରିଥିଲେ। ତେବେ ଏସଡିଜେଏମ କୋର୍ଟଙ୍କ ଏହି ରାୟ ଉପରେ ରୋକ ଲଗାଇବାପାଇଁ ବର୍ଷା ଜିଲ୍ଲା ଜଜ କୋର୍ଟରେ ଆବେଦନ କରିଥିଲେ । କଟକ ଜିଲ୍ଲା ଜଜ୍‌ ଆଜି ସେହି ମାମଲାର ଣୁଣାଣି କରି ଏସଡିଜେଏମ କୋର୍ଟଙ୍କ ରାୟ ଉପରେ ଅନ୍ତରୀଣ ରୋକ୍‌ ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର