ଅନୁଭବଙ୍କ ନାଁରେ ସାଇବର ଥାନାରେ ଏତଲା ଦେଲେ ପତ୍ନୀ ବର୍ଷା

The Sakala Picture
Published On

ଭୁବନେଶ୍ବର: ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପାରିବାରିକ ବିବାଦ ମାମଲା ଥମିବାରେ ନାଁ ନେଉ ନାହିଁ। ପୁଣି ଆଉ ଏକ ଏତଲା ଦେଇଛନ୍ତି ବର୍ଷା । କଟକ ସାଇବର ଥାନାରେ ବର୍ଷା ଏତଲା ଦେଇଛନ୍ତି । ସାମାଜିକ ଗଣମାଧ୍ୟମରେ ତାଙ୍କ ଛବି ଖରାପ କରିବାକୁ ଉଦ୍ୟମ ହେଉଥିବା ନେଇ ଏତଲାରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ପାଇଁ ଏତଲାରେ ନିବେଦନ କରିଛନ୍ତି । ବର୍ଷାଙ୍କ ଏତଲାକୁ ଗ୍ରହଣ କରି ମାମଲା ରୁଜୁ କଲା […]

ଭୁବନେଶ୍ବର: ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପାରିବାରିକ ବିବାଦ ମାମଲା ଥମିବାରେ ନାଁ ନେଉ ନାହିଁ। ପୁଣି ଆଉ ଏକ ଏତଲା ଦେଇଛନ୍ତି ବର୍ଷା । କଟକ ସାଇବର ଥାନାରେ ବର୍ଷା ଏତଲା ଦେଇଛନ୍ତି । ସାମାଜିକ ଗଣମାଧ୍ୟମରେ ତାଙ୍କ ଛବି ଖରାପ କରିବାକୁ ଉଦ୍ୟମ ହେଉଥିବା ନେଇ ଏତଲାରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ପାଇଁ ଏତଲାରେ ନିବେଦନ କରିଛନ୍ତି । ବର୍ଷାଙ୍କ ଏତଲାକୁ ଗ୍ରହଣ କରି ମାମଲା ରୁଜୁ କଲା ସାଇବର ଥାନା ପୁଲିସ । ଆଇପିସିର ଧାରା ୫୦୯ ଓ ଆଇଟି ଆକ୍ଟର ୬୭ ଧାରାରେ ମାମଲା ରୁଜୁ କିରଛି ସାଇବର ଥାନା ପୁଲିସ ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

25 May 2022 By The Sakala

ଅନୁଭବଙ୍କ ନାଁରେ ସାଇବର ଥାନାରେ ଏତଲା ଦେଲେ ପତ୍ନୀ ବର୍ଷା

ଭୁବନେଶ୍ବର: ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପାରିବାରିକ ବିବାଦ ମାମଲା ଥମିବାରେ ନାଁ ନେଉ ନାହିଁ। ପୁଣି ଆଉ ଏକ ଏତଲା ଦେଇଛନ୍ତି ବର୍ଷା । କଟକ ସାଇବର ଥାନାରେ ବର୍ଷା ଏତଲା ଦେଇଛନ୍ତି । ସାମାଜିକ ଗଣମାଧ୍ୟମରେ ତାଙ୍କ ଛବି ଖରାପ କରିବାକୁ ଉଦ୍ୟମ ହେଉଥିବା ନେଇ ଏତଲାରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ପାଇଁ ଏତଲାରେ ନିବେଦନ କରିଛନ୍ତି । ବର୍ଷାଙ୍କ ଏତଲାକୁ ଗ୍ରହଣ କରି ମାମଲା ରୁଜୁ କଲା ସାଇବର ଥାନା ପୁଲିସ । ଆଇପିସିର ଧାରା ୫୦୯ ଓ ଆଇଟି ଆକ୍ଟର ୬୭ ଧାରାରେ ମାମଲା ରୁଜୁ କିରଛି ସାଇବର ଥାନା ପୁଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର